PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ବଢ଼ିଲା ଡୋଜ୍‌ ଉତ୍ପାଦନ କ୍ଷମତା, ଜୁନ୍‌ରେ ୧୦ କୋଟି କୋଭିସିଲ୍ଡ ଟିକା ଦେବ ସେରମ ଇନଷ୍ଟିଚ୍ୟୁଟ୍

ନୂଆଦିଲ୍ଲୀ,୩୧/୦୫: କୋଭିସିଲ୍ଡ ଟିକା ଉତ୍ପାଦନ କରୁଥିବା କଂପାନି ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ତରଫରୁ କେନ୍ଦ୍ର ସରକାରଙ୍କୁ ସୂଚନା ଦିଆଯାଇଛି କି କଂପାନି ଜୁନ୍‌ ମାସରୁ ମାସିକ ୯ରୁ୧୦ କୋଟି ଡୋଜ୍‌ ଉତ୍ପାଦନ କରିବାକୁ ସକ୍ଷମ ହୋଇଯିବ ।

ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ କଂପାନି ଦ୍ୱାରା ଲେଖାଯାଇଥିବା ପତ୍ରରେ ଉଲ୍ଲେଖ କରାଯାଇଛି କି ମେ’ ମାସରେ କଂପାନିର ଉତ୍ପାଦନ କ୍ଷମତା ୬.୫ କୋଟି ଡୋଜ୍‌ ଥିଲା । ହେଲେ ଜୁନ୍‌ ମାସରେ କଂପାନି ନିଜର ଉତ୍ପାଦନ କ୍ଷମତା ଅହେତୁକ ବୃଦ୍ଧି କରିବ । ତେଣୁ ଦେଶରେ ଟିକାର ଅଭାବ ନେଇ ଯେଉଁ ଅଭିଯୋଗ କରାଯାଉଛି, ତାହା ଜୁନ୍‌ ମାସ ପରେ ଆଉ ରହିବ ନାହିଁ ବୋଲି କଂପାନି ଆଶାପ୍ରକଟ କରିଛି ।