PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଶୁ ଅପହରଣ ଉଦ୍ୟମ ପଣ୍ଡ, ବାଇକ ରୁ ଲମ୍ଫ ମାରି ଦୁର୍ବୃତ୍ତଙ୍କ କବଳରୁ ମୁକୁଳିଲା ୧୨ ବର୍ଷର ଶିଶୁ ପୁତ୍ର, ଜଗତସିଂହପୁର ଥାନାରେ ମାମଲା।
  • ||
  • ଢେଙ୍କାନାଳ: ସାଇକୃପା ଆବାସିକ ମହାବିଦ୍ୟାଳୟରୁ ୪ଜଣ ଛାତ୍ର କୋଭିଡ ପଜିଟିଭ ଚିହ୍ନଟ, ଆରଟିପିସିଆର ଟେଷ୍ଟ ପାଇଁ ୨୬୦ ଜଣଙ୍କର ସାମ୍ପଲ ପାଠାଗଲା
  • ||
  • କମ୍ପିବ ବିଧାନସଭା: ମମିତା ମେହେର ହତ୍ୟା ଘଟଣା, ଧାନମଣ୍ଡି ଅବ୍ୟବସ୍ଥା, ଦୁର୍ନୀତି ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେପି
  • ||
  • ନରସିଂହପୁର: ପିଉସୀ ଘରକୁ ବୁଲିବାକୁ ଆସିଥିବା ବେଳେ କୂଅରେ ପଡ଼ି ଚାଲିଗଲା ବାଳକ ଜୀବନ
  • ||
  • ନରସିଂହପୁର: ନରସିଂହପୁରରେ ମାତିଲେ ଦୁର୍ବୁତ୍ତ, ସ୍କାଏ ଲାଇଟ ଭାଙ୍ଗି ଲୁଟିନେଲେ ଟଙ୍କା ଆସବାବପତ୍ର
  • ||
  • ଜଗତସିଂହପୁର : ଆରମ୍ଭ ହେଲା ୨ଦିନିଆ ସାଗର କବଚ ଓଡି -୨୧ ସମରାଭ୍ୟାସ
  • ||
  • ଚନ୍ଦ୍ରଶେଖରପୁର : ଜଣଙ୍କ ପାଇଁ ଦୁଇ ପ୍ରେମିକ ମଧ୍ୟରେ ହଣାମରା, ବିଚ୍ ରାସ୍ତାରେ ଚାଲିଲା ଖଣ୍ଡଯୁଦ୍ଧ
  • ||
  • ସୋନପୁର : ସୋନପୁରରେ ଇଷ୍ଟଦେବୀ ସୁରେଶ୍ଵରୀ ମନ୍ଦିରରୁ ଚୋରି
  • ||
  • ଭୁବନେଶ୍ୱର : ଆଜି ଅଭିନେତ୍ରୀ ଗୁନ୍‌ଗୁନ୍‌ଙ୍କ ବିବାହ, ଅଭିସ୍ମିତଙ୍କ ସହ ପଡିବ ହାତଗଣ୍ଠି
  • ||
  • ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’, ୩ ତାରିଖ ଯାଏଁ ଥରାଇବ ଶୀତ, ୪ରେ ନିର୍ଧୁମ ବର୍ଷା ସମ୍ଭାବନା
  • ||
  • ସୁକିନ୍ଦା : ଶତାୟୁ ପଦ୍ମଶ୍ରୀ ନନ୍ଦ ସାର୍ କରୋନା ସଂକ୍ରମିତ, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||

ଜମି ଜମା ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ଉଭୟ ପକ୍ଷରୁ ୧୦ ଗୁରୁତର

ସୋର,୧୭।୧୦  ବାଲେଶ୍ବର ଜିଲ୍ଲା ସୋର ପୌରପାଳିକା ୬ନଂ ୱାର୍ଡରେ ପାରମହଲାରେ ଜମି ଜମା ବିବାଦକୁ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଉଭୟ ପକ୍ଷରୁ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ପ୍ରଥମେ ସୋର ଡାକ୍ତର ଖାନାରେ ଭର୍ତ୍ତି କରିଥିଲେ । ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ବର ଜିଲ୍ଲା  ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ଗୁରୁତରମାନେ ହେଲେ ମିର୍ କେଶର, ମିର ଛୋଟୁ, ଜାହିଦ୍ ହୋସେନ୍, ମିର୍ ରୋଶନ, ତାକିମୁନ୍ ବିବି, ମିର୍ ମହିରାଜ୍, ମିର୍ ସମସାର, ମିର୍ ରିଆଜ୍, ମିର୍ ଆଜାଦ୍ । ମିର୍ ଆଜାଦ୍ ସେନାରେ ଜଣେ କାର୍ରଯ୍ୟରତ କର୍ମଚାରୀ । ଖବର ପାଇ ଘଟଣାସ୍ଥଳରେ ସୋର ପୋଲିସ୍ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।