PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଲୋକସେବା ଭବନରେ ପଶିଲା କରୋନା: ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୧୦ କର୍ମଚାରୀ ସଂକ୍ରମିତ, ସ୍ୱାସ୍ଥ୍ୟ ବିଭାଗ ସିଲ୍‌

ଭୁବନେଶ୍ୱର ୦୭/୦୮: ଲୋକସେବା ଭବନରେ ପୁଣି କରୋନା । ଏଥର ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ହୋଇଛନ୍ତି । ଏହାକୁ ନେଇ ସ୍ୱାସ୍ଥ୍ୟ ବିଭାଗକୁ ସୋମବାର ପର୍ଯ୍ୟନ୍ତ ସିଲ୍‌ କରାଯାଇଛି। ସୂଚନା ଅନୁସାରେ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ଓ ଉପ ସଚିବ ମଧ୍ୟ କରୋନା ସଂକ୍ରମିତ ହୋଇଥିବା ନମୁନା ପରୀକ୍ଷଣରୁ ଜଣାପଡ଼ିଛି । ପଜିଟିଭ୍‌ ଚିହ୍ନଟ କର୍ମଚାରୀ ଓ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ଏବେ ଆଇସୋଲେସନରେ ରଖାଯାଇଛି । ବିଭାଗକୁ ସାନିଟାଇଜ୍‌ କରାଯିବା ପରେ ସିଲ ଖୋଲିବ ବୋଲି ସୂଚନା ମିଳିଛି । ସ୍ୱାସ୍ଥ୍ୟ ବିଭାଗର ଜଣେ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଏହି ୧୦ଜଣ ଯାକ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ଉଲ୍ଲେଖଯୋଗ୍ୟ, ଗତ କିଛି ଦନ ତଳେ ଲୋକସେବା ଭବନ କର୍ମଚାରୀ କରୋନା ସଂକ୍ରମିତ ହୋଇଥିଲେ । ଏହାକୁ ଦୃଷ୍ଟିରେ ରଖି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ମାର୍ଗଦର୍ଶିକା ମଧ୍ୟ ଜାରି କରାଯାଇଛି । ଏଠାରେ ପଜିଟିଭ୍‌ ସଂଖ୍ୟା ବଢ଼ୁଥିବାରୁ କର୍ମଚାରୀଙ୍କ ମଧ୍ୟରେ ଭୟ ପ୍ରକାଶ ପାଇଛି ।

ସମ୍ବନ୍ଧିତ ଖବର