ରାଜଧାନୀରୁ ୧୦୧ ଆକ୍ରାନ୍ତ ଚିହ୍ନଟ, ୧୦୬ ସୁସ୍ଥ

ଭୁବନେଶ୍ୱର ୭/୮: ଆଜି ରାଜଧାନୀ ଭୁବନେଶ୍ୱରରେ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫୨ ଓ ସ୍ଥାନୀୟ ଅଞ୍ଚଳରୁ ୪୯ ଜଣ ଚିହ୍ନଟ ହୋଇଛନ୍ତି । ସାଲିଆସାହିରୁ ୫, ଡୁମଡୁମା ଫେଜ୍ ୨ରୁ ୩, ପଟିଆରୁ ୩, ସାମନ୍ତରାପୁରରୁ ୨ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଆଜି ୧୦୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୫୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୫୭ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି ।

   ସମ୍ବନ୍ଧିତ ଖବର


ପଞ୍ଜାବର ସମସ୍ତ ସହରରେ ପୁଣିଥରେ ଲାଗୁହେଲା ନାଇଟକର୍ଫ୍ୟୁ, ମାସ୍କ ନପିନ୍ଧିଲେ ଲାଗିବ ୧ହଜାର ଟଙ୍କାର ଜରିମାନା…

ସ୍ପୁଟନିକ-ଭି ଟିକାର ମୂଲ୍ୟ ରହିବ ଏତିକି ଟଙ୍କା, ରୁଷ ନାଗରିକଙ୍କୁ ମାଗଣା ଡୋଜ୍

ରାଜ୍ୟରେ କରୋନା ନେଲା ୧୬ ମୁଣ୍ଡ, ମୃତକଙ୍କ ସଂଖ୍ୟା ୧୬୮୭କୁ ବୃଦ୍ଧି

କରୋନା: ସକ୍ରିୟ ମାମଲାରେ ୭ମ ସ୍ଥାନରେ ଭାରତ, ସୁସ୍ଥ ହେଲେଣି ୯୩.୭୪% ରୋଗୀ

ଆମେରିକାରେ ଅଣାୟତ୍ତ କରୋନା, ସପ୍ତାହକେ ମଧ୍ୟରୁ ଗଲାଣି ୧୦ ହଜାରରୁ ଅଧିକ ଜୀବନ

୨୨୨ ଟଙ୍କାରେ ମିଳିବ ଅକ୍ସଫୋର୍ଡ ଟିକା, ଜାନୁଆରୀ ସୁଦ୍ଧା ପ୍ରସ୍ତୁତ ହେବ ୧୦ କୋଟି ଟିକା