ରାଜଧାନୀରୁ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ୧୧/୮: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୧୦୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୬୦ ଓ ସ୍ଥାନୀୟ ଅଞ୍ଚଳରୁ ୪୯ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଆଜି ୧୩୪ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୪୧୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୮୦୭ ଜଣ ସୁସ୍ଥ ହୋଇଛନ୍ତି ଓ ୨୨ ଜଣଙ୍କର ମୃତ୍ୟୁ ହୋଇଛି ।

   ସମ୍ବନ୍ଧିତ ଖବର


ଭୁବନେଶ୍ୱରରେ ମିଳୁଛି କୋଭିଡ ଟିକା !

ରାଜ୍ୟର ପ୍ରମୁଖ ୬ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତ

ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗଇଙ୍କର ପରଲୋକ-ତିନିମାସ ତଳେ କରୋନା ଆକ୍ରାନ୍ତ ହୋଇଥିଲେ

କରୋନା:ଭାରତରେ ଟ୍ରାଏଲ୍‌ ଚାଲିଥିବା ଅକ୍ସଫର୍ଡ ଟିକା ୯୦ ପ୍ରତିଶତ ପ୍ରଭାବୀ

‘ବାହା ନ ହେଲେ ମାରିଦେବି ନ ହେଲେ ମରିଯିବି’: ପାଗଳ ପ୍ରେମୀକୁ ବାନ୍ଧିଲା ପୁଲିସ

ଆସନ୍ତାକାଲି ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ବୈଠକ, କରୋନାର ସ୍ଥିତି ଓ ଟୀକା ନେଇ ହେବ ଆଲୋଚନା