ସାଲେପୁର: କେନାଲରେ ବୁଡି ଦଶମ ଶ୍ରେଣୀ ଛାତ୍ର ନିଖୋଜ

ସାଲେପୁର ୪/୮: କେନାଲରେ ବୁଡି ଦଶମ ଶ୍ରେଣୀ ଛାତ୍ର ନିଖୋଜ। ଘଟଣାଟି ଘଟିଛି କଟକ ଜିଲ୍ଲା ପଟ୍ଟାମୁଣ୍ଡାଇ କେନାଲର ଗୋପୀନାଥପୁର ଜୋରପାରିଠାରେ । ନିଖୋଜ ଛାତ୍ର ଜଣଙ୍କ ହେଲେ ଅଂଶୁମାନ ସାମଲ। ସେ ଗାଧୋଉଥିବା ସମୟରେ କେନାଲରେ ବୁଡି ଯାଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ, ଓଡ୍ରାଫ ଟିମ, ସ୍ଥାନୀୟ ଲୋକେ ପହଂଚି ଖୋଜାଖୋଜି ଜାରି ରଖିଛନ୍ତି । ଅନେକ ଖୋଜାଖୋଜି ପରେ ମଧ୍ୟ ନିଖୋଜ ଛାତ୍ରର ପତ୍ତା ମିଳିପାରିନାହିଁ  ।

   ସମ୍ବନ୍ଧିତ ଖବର


ମାଲକାନଗିରି ଛତିଶଗଡ଼ ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ଜଣେ ଯବାନ ସହିଦ,୧୦ ଗୁରୁତର

କାର୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା: ଅଳ୍ପକେ ବର୍ତ୍ତିଲେ କୋରାପୁଟ ଅତିରିକ୍ତ ଏସ୍‌ପିଙ୍କ ପରିବାର, ୪ ଆହତ

ବିଧାନସଭା ଆଗରେ ମା-ଭାଇଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଅମୃତ ମୁତ୍ୟୁ ରହସ୍ୟର ପୂର୍ଣ୍ଣଚ୍ଛେଦ ଟାଣିଲେ ଏସ୍‌ପି, ଦୁର୍ଘଟଣା ଯୋଗୁଁ ମସ୍ତିଷ୍କରେ ଆଘାତ ଲାଗି ଯାଇଥିଲା ପ୍ରାଣ

ଆଜି ବଡ଼ଓଷା: ଧବଳେଶ୍ୱର ପୀଠରେ ଲାଗି ହେବ ଧଳା ଗଜ ମଣ୍ଡା, ଅଟକାଳି ଭୋଗ

ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ନିଛାଟିଆ ରାସ୍ତାରେ ଦୁଷ୍କର୍ମ ଉଦ୍ୟମ: ଅଭିଯୁକ୍ତକୁ ବାନ୍ଧିଲା ପୁଲିସ୍

ଚାଉଳ ଡବାରୁ ମିଳିଲା ଚାରି ଲକ୍ଷ, ଟଙ୍କା ଚୋରି ଅଭିଯୋଗରେ ଜଣେ ଗିରଫ