ଏତିକି ଲକ୍ଷ ରେଳ କର୍ମଚାରୀଙ୍କୁ ଦୀପାବଳି ବୋନସରେ ମିଳିବ ୭୮ ଦିନର ବେତନ

ନୂଆଦିଲ୍ଲୀ ୧୮।୯: ରେଳ କର୍ମଚାରୀଙ୍କୁ ଦୀପାବଳିର ବଡ଼ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ରେଳ କର୍ମଚାରୀଙ୍କୁ ଦୀପାବଳି ବୋନସରେ ୭୮ ଦିନର ବେତନ ଦେବାକୁ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଦିଲ୍ଲୀର ଜାତୀୟ ଗଣମାଧ୍ୟମ କେନ୍ଦ୍ରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି।

ଏଥିସହିତ କହିଛନ୍ତି ଯେ ୧୧,୫୨,୦୦୦ ରେଳ କର୍ମଚାରୀଙ୍କୁ ବୋନସ ଆକାରରେ ୭୮ ଦିନର ବେତନ ମିଳିବ। କେନ୍ଦ୍ର ସରକାର ଗତ ୬ ବର୍ଷ ହେବ ଏହା ଉପରେ କାର୍ଯ୍ୟ କରୁଥିଲେ। ଉତ୍ପାଦନ ବୃଦ୍ଧିରେ ସକରାତ୍ମକ ଯୋଗଦାନ ପାଇଁ ରେଳ କର୍ମଚାରୀଙ୍କୁ ଏହି ବୋନସ ପ୍ରଦାନ କରାଯାଉଛି ବୋଲି ସୂଚନା ମିଳିଛି।

   ସମ୍ବନ୍ଧିତ ଖବର


ଭାରତୀୟ ନୌସେନାକୁ ମିଳିବ ଆଉ ଏକ ସ୍କର୍ପିନ ବୁଡ଼ାଜାହାଜ, ଚଳିତ ବର୍ଷ ଡିସେମ୍ବର କିମ୍ବା ୨୦୨୧ ପ୍ରାରମ୍ଭରେ ମିଳିବ

ମାତ୍ର ୭୮୯ ଟଙ୍କାରେ କିଣନ୍ତୁ ନିଜ ମନ ପସନ୍ଦର କାର୍, ଜାଣନ୍ତୁ ଅଫର୍ ସମ୍ପର୍କରେ…

ଅନ୍‌ଲାଇନ୍‌ରେ ଆସିଥିବା ମୋବାଇଲ୍‌ ଫୋନ୍‌କୁ ବିକିଦେଲା ଡେଲିଭରୀ ବୟ, ଗ୍ରାହକଙ୍କୁ କହିଲା କ୍ୟାନସଲ୍‌ ହୋଇଛି ଅର୍ଡର

ଜାଲି ଚେକ୍‌ ଦେଇ ଦମ୍ପତିଙ୍କ ସ୍ମାର୍ଟ ଚୋରି: ସ୍ତ୍ରୀ ଗିରଫ, ସ୍ବାମୀ ଫେରାର

ବର୍ଷେ କାଳ ଫ୍ରିଜରେ ରଖିଥିଲେ ନୁଡୁଲ୍‌ସ, ଖାଇବା ପରେ ଗୋଟିଏ ପରିବାରର ୯ ଜଣଙ୍କର ମୃତ୍ୟୁ- ଚୀନ୍‌ର ଘଟଣା

ଛାତ୍ରଛାତ୍ରୀଙ୍କୁ ଅନଲାଇନ୍ ପାଠ ପଢାଉଛନ୍ତି କଏଦୀ, ବାର୍ଷିକ ଦରମା ୮ ଲକ୍ଷ