PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା କରୋନା ରୋଗୀଙ୍କ ପରିବାର ପାଇଁ ଇ-ସାକ୍ଷାତ୍‌ ଭିଡ଼ିଓ ଚାଟିଂ ସେବା ଆରମ୍ଭ
  • ||
  • ନବରଙ୍ଗପୁର – ଅକ୍ସିମିଟର ଚଢ଼ା ଦାମରେ ବିକ୍ରି, ୨ଟି ଔଷଧ ଦୋକାନୀଙ୍କ ଠାରୁ ଜରିମନା, ଗୋଟିଏ ଔଷଧ ଦୋକାନ ସିଲ୍
  • ||
  • କରୋନା ନେଲା ଆଉ ଏକ ଜୀବନ – ବିଶିଷ୍ଟ ସାହିତ୍ୟିକ ଅଜାମ୍ୱର ମଲ୍ଲଙ୍କ ପରଲୋକ
  • ||
  • କୋରାପୁଟ : କ୍ଲର୍କ ଚାକିରି ଲୋଭ ଦେଖାଇ ଯୁବତୀଙ୍କଠୁ ଠକେଇ, ଦୁଇ ଗିରଫ
  • ||
  • ଭୁବନେଶ୍ବର : ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର
  • ||
  • ମାଲକାନଗିରି: କୋଭିଡ ହସ୍ପିଟାଲରେ କରୋନା ଆକ୍ରାନ୍ତ ରୋଗୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ପୁଲିସ ହସ୍ତକ୍ଷେପ ପରେ ପରିସ୍ଥିତି ଶାନ୍ତ
  • ||
  • ପୁରୀ: ବିନା ଭକ୍ତରେ ଶ୍ରୀମନ୍ଦିର ବାହାରେ ହେବ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା
  • ||
  • ସମ୍ବଲପୁର: ପେଟର ଭୋକ ଆଗରେ ହାର୍‌ ମାନୁଛି ସଂକ୍ରମଣର ଭୟ, ଡଷ୍ଟବିନ୍‌ ପାଲଟିଛି ଖାଦ୍ୟର ମାଧ୍ୟମ
  • ||
  • ୫-୬ ଦିନ ପରେ ଫ୍ଲାଟ୍‌ ହେବ କର୍ଭ
  • ||
  • ସ୍ବାଭାବିକ ସମୟରେ ଆସିବ ମୌସୁମୀ: ଜୁନ୍‌ ୧ରେ କେରଳ, ୧୨ ସୁଦ୍ଧା ଓଡ଼ିଶା
  • ||
  • ଚିନ୍ତା ବଢ଼ାଉଛି କରୋନା: ପିଲାଙ୍କ ପ୍ରତି ମାଡ଼ି ଆସୁଛି ବିପଦ, ଦୈନିକ ୫ଶହ ପିଲା ହେଉଛନ୍ତି ସଂକ୍ରମିତ
  • ||
  • ଓଡ଼ିଶାରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି
  • ||
  • ରାଜ୍ୟରେ ଅଣାୟତ୍ତ କରୋନା: ଭାଙ୍ଗିଲା ପୁରୁଣା ଦୈନିକ ସଂକ୍ରମଣ ରେକର୍ଡ଼, ଦିନକରେ ଚିହ୍ନଟ ହେଲେ ୧୨ ହଜାର ୨୩୮ ପଜିଟିଭ ଆକ୍ରାନ୍ତ
  • ||
  • ଖପ୍ରାଖୋଲ:ଗମ୍ଭାରି ଛକ ନିକଟରେ ଏକ କାରରୁ ୬ ପେଟି କଫସିରଫ ଜବତ, ୨ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ
  • ||
  • କୋଭିଡ଼ ପରିଚାଳନା ପାଇଁ ୩ ଜିଲ୍ଲାକୁ ୭.୬୨ କୋଟି ମଂଜୁର କଲେ ମୁଖ୍ୟମନ୍ତ୍ରୀ, ପୁରୀ ପାଇଁ ୨ କୋଟି, ସୁବର୍ଣ୍ଣପୁର ପାଇଁ ୧ କୋଟି ଟଙ୍କା ଓ ସମ୍ବଲପୁର ଜିଲ୍ଲା ପାଇଁ ୪ କୋଟି ୬୨ ଲକ୍ଷ ମଂଜୁର କଲେ ନବୀନ
  • ||
  • ଭୁବନେଶ୍ୱର: ସାଢ଼େ ୪ଟାରେ ଘୋଷଣା କରିବେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଡିଜିପି
  • ||
  • ଜୁନ ପହିଲାରେ କେରଳ ଛୁଇଁବ ମୌସୁମୀ ବାୟୁ, ଭାରତୀୟ ପାଣିପାଗ କେନ୍ଦ୍ରର ସୂଚନା
  • ||
  • ଲାଞ୍ଜିଗଡ଼ରେ ଅଞ୍ଚଳରେ ହାତୀ ଉପଦ୍ରବ, ଆମ୍ବ ଗଛ ଭାଙ୍ଗିଲେ, ନର୍ସରିକୁ ନଷ୍ଟ କଲେ
  • ||
  • କଳାହାଣ୍ଡି: ବିଲ ମଝିରୁ ନାବାଳକର ମୃତଦେହ ଉଦ୍ଧାର ,ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ପଶ୍ଚିମ ବଙ୍ଗ ଯାଉଥିବା ଟ୍ରେନ୍ ପାସେଞ୍ଜରମାନଙ୍କ ପାଇଁ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||

ଦୌଡ଼ିବା ପାଇଁ ପାଖରେ ନଥିଲା ଜୋତା, ଗୋଡ଼ରେ ବ୍ୟାଣ୍ଡେଜ୍ ବାନ୍ଧି ଗୋଲ୍ଡ ମେଡାଲ୍ ଜିତିଲେ ୧୧ ବର୍ଷ ବୟସର ରିୟା

ମନୀଲା ୧୮।୧୨: ଫିଲିପାଇନ୍ସରେ ୧୧ ବର୍ଷ ବୟସର ଏଥଲିଟର ଫଟୋ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ବିନା ଜୋତାରେ ଗୋଡ଼ରେ ବ୍ୟାଣ୍ଡେଜ୍ ବାନ୍ଧି ଜିତିଛନ୍ତି ଗୋଲ୍ଡ ମେଡାଲ୍। ମିଳିଥିବା ସୂଚନାନୁସାରେ, ଫିଲିପାଇନ୍ସର ଇଲୋଇଲୋ ସ୍ଥିତି ଏକ ସ୍କୁଲରେ ଇଣ୍ଟର ସ୍କୁଲ ଏଥଲିଟ୍ସ ମିଟର ଦୌଡ଼ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତାରେ ରିୟା ବୁଲୋସ ନାମକ ଜଣେ ଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ରିୟା ୪୦୦, ୮୦୦ ଏବଂ ୧୫୦୦ ମିଟର ଦୌଡ଼ ପ୍ରତିଯୋଗିତାରେ ଭାଗ ନେଇଥିଲେ।

୩ଟି ଶ୍ରେଣୀରେ ରିୟା ଜିତିଥିବାରୁ ତାଙ୍କୁ ଗୋଲ୍ଡ ମେଡାଲ୍ ମିଳିଛି। ପ୍ରାନ୍ତର ସ୍ପୋର୍ଟସ କାଉନସିଲ ମିଟର କୋଚ୍ ପ୍ରେଡୀରିକ ବି ବୈନେଜୁଏବା ସୋସିଆଲ ମିଡ଼ିଆରେ ଏହି ଫଟୋ ସେୟାର କରିଛନ୍ତି। ଫଟୋରେ ଦେଖିବାକୁ ମିଳିଛି କି, ରିୟା ଜୋତା ପିନ୍ଧି ନଥିଲେ। କାରଣ ତାଙ୍କ ପାଖରେ ପିନ୍ଧିବାକୁ ଜୋତା ନଥିଲା। ଜୋତା ବଦଳରେ ରିୟା ଗୋଡ଼ରେ ବ୍ୟାଣ୍ଡେଜ୍ ବାନ୍ଧି ଥିଲେ।

ପ୍ରେଡୀରିକଙ୍କ ଏହି ପୋଷ୍ଟ ଭାଇରାଲ୍ ହେବା ପରେ କିଛି ୟୁଜର୍ସ ରିୟାଙ୍କ ପାଇଁ ଜୋତା ଅଫର୍ କରିଛନ୍ତି। ଜଣେ ଫେସବୁକ ୟୁଜର ନାଇକି କମ୍ପାନି ତରଫରୁ ସହଯୋଗ ହାତ ବଢ଼ାଇଛନ୍ତି। କମ୍ପାନିର ଷ୍ଟୋର ମାଲିକ ଟ୍ବିଟର ୟୁଜର୍ସଙ୍କଠାରୁ ଏଥଲିଟଙ୍କର ଫୋନ୍ ନମ୍ବର ମାଗି ରିୟାଙ୍କୁ କିଛି ସାହାଯ୍ୟ ସହଯୋଗ କରିଛନ୍ତି। ଏହା ସହିତ ଅନେକ ୟୁଜର୍ସ ରିୟାଙ୍କ ସାହସିକତାର ପ୍ରଶଂସା ମଧ୍ୟ କରିଛନ୍ତି।