ରାଜଧାନୀରୁ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୯୦ ସୁସ୍ଥ

ଭୁବନେଶ୍ୱର ୬/୮: ରାଜଧାନୀ ଭୁବନେଶ୍ୱରରେ ଆଜି ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୧୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୧ ଓ ସ୍ଥାନୀୟ ଅଞ୍ଚଳରୁ ୪୭ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଆଜି ୯୦ଜଣ ସୁସ୍ଥ ହୋଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୪୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୫୧ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି ।

   ସମ୍ବନ୍ଧିତ ଖବର


ବିପତ୍ତି ଆଣିଦେଲା ସୁଯୋଗ, ଏହି କାରିଗର ଆରମ୍ଭ କରିଦେଲେ ସୁନା-ରୁପାର ମାସ୍କ

୭ ପାକିସ୍ତାନୀ କ୍ରିକେଟର କରୋନା ସଂକ୍ରମିତ, ନ୍ୟୁଜିଲାଣ୍ଡ ସରକାରଙ୍କ ଚେତାବନୀ-ଏବେ ନିୟମ ଭାଙ୍ଗିଲେ ପଠାଇଦେବୁ

ରାଜ୍ୟରେ କରୋନା ନେଲା ଆଉ ୧୨ ମୁଣ୍ଡ: ମୃତକଙ୍କ ସଂଖ୍ୟା ୧୭୩୦କୁ ବୃଦ୍ଧି

୨୪ଘଣ୍ଟା ଆଉ ୫୫୦ ନୂଆ କରୋନା ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୭ହଜାର ୭୮୯କୁ ବୃଦ୍ଧି

ଡିସେମ୍ବର ପହିଲାରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

ରାଜ୍ୟରେ ବାକି ପଡ଼ିଛି ୩୯୩୬ କୋଟିର ଜଳ କର