ପ୍ରମୁଖ ଖବର
  • ବିଜେପି ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକ
  • ||
  • ଏପ୍ରିଲ୍‌ ୨ରୁ ନୂଆ ଶ୍ରେଣୀରେ ପଢ଼ିବେ ପିଲା, ନିର୍ଦ୍ଧାରିତ ସମୟରେ ବଣ୍ଟନ ହେବ ପାଠ୍ୟପୁସ୍ତକ
  • ||
  • ଏବେଠୁ ଜଳିଲାଣି ସାରା ଓଡ଼ିଶା, ଦିନ ସାଢେ ୧୧ଟାରେ ଟପିଗଲା ୩୬ ଡିଗ୍ରୀ
  • ||
  • ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ନେଇ ଚର୍ଚ୍ଚା
  • ||
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପିରେ ଟିକଟ କସରତ: ଆଜି ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା, କୋର୍ କମିଟି ବୈଠକରେ ଚୂଡ଼ାନ୍ତ
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||

୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର ୧୦/୮: ରାଜ୍ୟରେ ଆଜି ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୪୬୧, ଗଞ୍ଜାମରୁ ୧୮୨, ରାୟଗଡ଼ାରୁ ୮୩, କନ୍ଧମାଳରୁ ୭୪, ମାଲକାନଗିରିରୁ ୫୧, ଅନୁଗୁଳରୁ ୩୯, କୋରାପୁଟରୁ ୩୬, ବାଲେଶ୍ୱରରୁ ୩୫, ବରଗଡ଼ରୁ ୩୪, ଜଗତସିଂହପୁରରୁ ୩୨, ସୁନ୍ଦରଗଡ଼ରୁ ୩୨, ଭଦ୍ରକରୁ ୩୧, ଯାଜପୁରରୁ ୨୯, ଗଜପତିରୁ ୨୮, ମୟୁରଭଂଜରୁ ୨୩, ନବରଙ୍ଗପୁରରୁ ୧୫, ପୁରୀରୁ ୧୪, କେନ୍ଦ୍ରାପଡ଼ାରୁ ୧୦, ବୌଦ୍ଧରୁ ୯, ଝାରସୁଗୁଡ଼ାରୁ ୮, ନୟାଗଡ଼ରୁ ୬, କଟକରୁ ୩ ଓ କେନ୍ଦ୍ରାପଡ଼ାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାପରେ ରାଜ୍ୟରେ କରୋନା ସୁସ୍ଥଙ୍କ ସଂଖ୍ୟା ୩୩୦୨୦କୁ ବୃଦ୍ଧି ପାଇଛି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.