ପ୍ରମୁଖ ଖବର
  • ବିହାର ପଟଣାରେ ଭୟାବହ ଅଗ୍ନିକାଣ୍ଡ; ହୁତୁ ହୁତୁ ହୋଇ ଜଳିଲା ହୋଟେଲ, ୩ ମୃତ
  • ||
  • କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା, ଡିଭିଜନ ବେଞ୍ଚରେ ଅପିଲ କଲେ ରାଜ୍ୟ ସରକାର
  • ||
  • ପୁରୀରେ ପହଞ୍ଚିଲା ଦ୍ବିତୀୟ ପର୍ଯ୍ୟାୟ ରଥକାଠ, ସମୁଦାୟ ୨୫ ଖଣ୍ଡ କାଠ ଆସିଲା
  • ||
  • ବିଶ୍ୱ ମ୍ୟାଲେରିଆ ଦିବସ, ଏ ବର୍ଷର ଥିମ ‘ଅଧିକ ସମନ୍ୱିତ ବିଶ୍ୱ ପାଇଁ ମ୍ୟାଲେରିଆ ବିରୋଧୀ ଲଢ଼େଇକୁ ତ୍ୱରାନ୍ୱିତ କରିବା’
  • ||
  • ରବିବାର କଟକ ଆସିବେ ରାହୁଲ ଗାନ୍ଧୀ, କଂଗ୍ରେସ କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର
  • ||
  • IPL 2024: ଆଜି ବେଙ୍ଗାଲୁରୁକୁ ଭେଟିବ ହାଇଦ୍ରାବାଦ, ପ୍ଲେ-ଅଫ ପାଇଁ ରୟାଲ୍‌ ଚ୍ୟାଲେଞ୍ଜର୍ସର ଶେଷ ସୁଯୋଗ
  • ||
  • ଓଡ଼ିଶାର ପ୍ରଥମ ହସ୍ପିଟାଲ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରକୁ ଜେସିଆଇ ପ୍ରାଇମ୍‌ ସାର୍ଟିଫିକେଟ୍‌
  • ||

୧୨୫୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର ୫/୮: ରାଜ୍ୟରେ ଆଉ ୧୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ୪୮୫, ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡ଼ରୁ ୧୨୨, ସମ୍ବଲପୁରର ୧୦୭, ପୁରୀରୁ ୭୫, ମୟୁରଭଞ୍ଜରୁ ୪୩, କଟକରୁ ୪୦, ଜଗତସିଂହପୁରରୁ ୨୯, କନ୍ଧମାଳରୁ ୨୮, ବାଲେଶ୍ୱରରୁ ୨୭, ବଲାଙ୍ଗୀରରୁ ୨୪, କୋରାପୁଟରୁ ୨୨, ଅନୁଗୁଳରୁ ୨୦, ନବରଙ୍ଗପୁରରୁ ୧୮, ଗଜପତିରୁ ୧୮, ନୟାଗଡ଼ରୁ ୧୪, କେନ୍ଦ୍ରାପଡ଼ାରୁ ୧୨, ମାଲକାନଗିରିରୁ ୧୧, ଭଦ୍ରକରୁ ୧୦, କଳାହାଣ୍ଡିରୁ ୮, ନୂଆପଡ଼ାରୁ ୬, ଯାଜପୁରରୁ ୫, ଢ଼େଙ୍କାନାଳରୁ ୪, ଝାରସୁଗୁଡାରୁ ୩, କେନ୍ଦୁଝରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାପରେ ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୨୫୭୩୭କୁ ବୃଦ୍ଧି ପାଇଛି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.