PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି ସନ୍‌ସାଇନ୍‌ ସ୍କୁଲ୍‌ ସଭାପତି ଗୋବିନ୍ଦ ସାହୁ ଗିରଫ , ମମିତା ମର୍ଡର ମିଷ୍ଟ୍ରିର ମୋଷ୍ଟ ୱାଣ୍ଟେଡ୍‌ ଗୋବିନ୍ଦ ସାହୁ
  • ||
  • ବଲାଙ୍ଗୀର: ମୁଖ୍ୟଅଭିଯୁକ୍ତ ଚମ୍ପଟ ପରେ ଜବତ କାରର ବଢ଼ିଲା ସୁରକ୍ଷା, ଗୋବିନ୍ଦଙ୍କ ପରେ କାରକୁ ଉଠାଇଥିଲା ପୁଲିସ
  • ||
  • ବଲାଙ୍ଗୀର : ଫେରାର୍ ଗୋବିନ୍ଦ ସାହୁକୁ ଧରିବା ପାଇଁ ବଢିଲା ପୁରସ୍କାର ରାଶି, ସୂଚନା ଦେଲେ ମିଳିବ ୧ ଲକ୍ଷ୍ୟ ଟଙ୍କା ପୁରସ୍କାର ରାଶି
  • ||
  • ବଲାଙ୍ଗୀର: ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ, ଧରାଇ ଦେଲେ ଦିଆଯିବ ୨୦ ହଜାର ଟଙ୍କାର ପୁରଷ୍କାର
  • ||
  • ବ୍ରହ୍ମପୁର: ଗୋପାଳପୁର ଛକ ନିକଟରେ ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ ଓ ଦୁଇ ଜଣ ଆହତ
  • ||
  • ବଲାଙ୍ଗୀର: ମହାଲିଙ୍ଗ ମିନି ଷ୍ଟାଡିୟମରୁ ପୋତା ଯାଇଥିବା ମମିତା ମେହେରଙ୍କ ମୃତ ଦେହ ଉଦ୍ଧାର, ଡିଏନଏ ପରୀକ୍ଷା ପରେ ସ୍ପଷ୍ଟ ହେବ।
  • ||
  • ରଙ୍ଗେଇଲୁଣ୍ଡା: ଚାଟ୍ ମାଗିବାକୁ ନେଇ ଗଣ୍ଡଗୋଳରେ ଜଣେ ଗୁରୁତର, ଦମ୍ପତ୍ତି ଆହତ
  • ||
  • ଟିକିଟି: ସିଦ୍ଧ ବାରାହୀ ପୀଠରୁ ଚୋରି, ଦେବୀଙ୍କ ପିତଳ ମୁକୁଟ (ପ୍ରାୟ ଦେଢ଼ କିଲୋ) ସହ ୨୦ ତୋଳାରୁ ଅଧିକ ରୁପା ଅଳଙ୍କାର ଚୋରି ଅଭିଯୋଗ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୪କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର : ବନ୍ଦ କୋଠରୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ନୀଳଗିରି: ନିଶ୍ଚିତପୁରରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର
  • ||
  • ଜଳେଶ୍ବର: ଜଳେଶ୍ବର ଷ୍ଟେସନ ବଜାରସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢାଉ, ୨ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ
  • ||

୧୨୫୫ କରୋନା ଆକ୍ରାନ୍ତ ସୁସ୍ଥ

bbc.com

ଭୁବନେଶ୍ୱର ୫/୮: ରାଜ୍ୟରେ ଆଉ ୧୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ୪୮୫, ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡ଼ରୁ ୧୨୨, ସମ୍ବଲପୁରର ୧୦୭, ପୁରୀରୁ ୭୫, ମୟୁରଭଞ୍ଜରୁ ୪୩, କଟକରୁ ୪୦, ଜଗତସିଂହପୁରରୁ ୨୯, କନ୍ଧମାଳରୁ ୨୮, ବାଲେଶ୍ୱରରୁ ୨୭, ବଲାଙ୍ଗୀରରୁ ୨୪, କୋରାପୁଟରୁ ୨୨, ଅନୁଗୁଳରୁ ୨୦, ନବରଙ୍ଗପୁରରୁ ୧୮, ଗଜପତିରୁ ୧୮, ନୟାଗଡ଼ରୁ ୧୪, କେନ୍ଦ୍ରାପଡ଼ାରୁ ୧୨, ମାଲକାନଗିରିରୁ ୧୧, ଭଦ୍ରକରୁ ୧୦, କଳାହାଣ୍ଡିରୁ ୮, ନୂଆପଡ଼ାରୁ ୬, ଯାଜପୁରରୁ ୫, ଢ଼େଙ୍କାନାଳରୁ ୪, ଝାରସୁଗୁଡାରୁ ୩, କେନ୍ଦୁଝରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାପରେ ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୨୫୭୩୭କୁ ବୃଦ୍ଧି ପାଇଛି ।