PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଆତଙ୍କରାଜ, ବାପାର ଅପରାଧ ସାମ୍ରାଜ୍ୟ ସମ୍ଭାଳିଲା ପୁଅ, ନାବାଳକଙ୍କ ଛୁରୀ ମାଡ଼ରେ ଯୁବକ ଗୁରୁତର
  • ||
  • ଭୁବନେଶ୍ଵର : ଅଗଷ୍ଟ ୯ରୁ ଖୋଲିବ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ, ହଷ୍ଟେଲ ଖୋଲିବାକୁ ଅନୁମତି
  • ||
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଗତକାଲି ବିଳମ୍ବିତ ରାତିରେ ଛୁରାମାଡ, ଜଣେ ଗୁରୁତର, ପୁଲିସ କବ୍ଜାରେ ଅଭିଯୁକ୍ତ ନାବାଳକ
  • ||
  • ଛତ୍ରପୁର : ଆର୍ଜିପଲ୍ଲୀ ଗ୍ରାମରେ ସୈତାନ ସାଜିଲା ସ୍ୱାମୀ, କିରୋସିନ ଢାଳି ସ୍ତ୍ରୀକୁ ନିଆଁ ଲଗାଇଦେଲା ସ୍ୱାମୀ
  • ||
  • ବରଗଡ଼ : ଭିଜିଲାନ୍ସ ଜାଲରେ ବରଗଡ ପଦ୍ମପୁର ସ୍ଥିତ ସହକାରୀ ଚକ୍ଷୁ ଚିକିତ୍ସକ, ଏକକାଳୀନ ଦୁଇଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ବଲାଙ୍ଗୀର : ଦିନିକିଆ ବଲାଙ୍ଗୀର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ 5Tସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • Tokyo Olympics: ଜାଭେଲିନ୍‌ରେ ନୀରଜଙ୍କ ଦମଦାର ପ୍ରଦର୍ଶନ, ୮୬.୬୫ ମି. ଥ୍ରୋ କରି ଫାଇନାଲରେ କଲେ ଏଣ୍ଟ୍ରି
  • ||
  • ଅନୁଗୁଳ : ବ୍ରାହ୍ମଣୀ ନଦୀରେ ବଢୁଛି ଜଳସ୍ତର, ରେଙ୍ଗାଳି ଡ୍ୟାମରୁ ଛଡାଯିବ ପ୍ରଥମ ବନ୍ୟାଜଳ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କୋଭିଡ ପଜିଟିଭ୍
  • ||
  • ଭୁବନେଶ୍ଵର : ‘ପିଏମ୍‌ ଆବାସ’ରେ ପୁଳାପୁଳା ଦୁର୍ନୀତି, ସଂସଦରେ ମନ୍ତ୍ରୀଙ୍କ ଉତ୍ତର-ଓଡ଼ିଶାରେ ୮୫% ଅଯୋଗ୍ୟ ହିତାଧିକାରୀ
  • ||
  • ରାମପୁର : କଳାହାଣ୍ଡି ଜିଲ୍ଳା ଅନ୍ତର୍ଗମ ମ.ରାମପୁର ଥାନା ପାଜିବାହାଲି ଛକ ନିକଟରୁ ନିଖୋଜ ୨ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା : କୋଭିଡ୍ କଟକଣା ମଧ୍ୟରେ ଖୋଲିଲା ତୁଳସୀକ୍ଷେତ୍ର, ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ କାଳୁପାତ୍ର ସାହିରେ ବେଆଇନ୍ ଗୁଟଖା ୟୁନିଟ୍ ଉପରେ ଚଢାଉ, ୨ ଗିରଫ
  • ||

ପୁଣି କରୋନାରେ ଆଖିବୁଜିଲେ ୧୧ ଜଣ ଆକ୍ରାନ୍ତ: ମୃତ୍ୟୁସଂଖ୍ୟା ୧୩ଶହ ପାର୍

ଭୁବନେଶ୍ବର ୩୦/୧୦:କରୋନା ସଂକ୍ରମଣ କମିଛି ସତ ମୃତ୍ୟୁରେ ବ୍ରେକ୍‌ ଲାଗୁନି । ରାଜ୍ୟରେ ବେକାବୁ ହେଉଛି କୋଭିଡ୍‌ ମୃତ୍ୟୁ । ଗତ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୪ଘଣ୍ଟାରେ ୧୧ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ସଂପୃକ୍ତ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ ଜଣ, କଟକରୁ ୨ ଜଣ, ଅନୁଗୁଳ, ଗଞ୍ଜାମ,ଝାରସୁଗୁଡା,କନ୍ଧମାଳ,ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ସଂକ୍ରମିତ କରୋନାରେ ଆଖିବୁଜିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨ ଲକ୍ଷ ୮୮ ହଜାର ୬୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫ ହଜାର ୨୪୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଲକ୍ଷ ୭୨ ହଜାର ୦୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୩୦୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୪୫ ଲକ୍ଷ ୦୮ ହଜାର ୦୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି।