PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର ୧୪/୮: ରାଜ୍ୟରେ ଆଉ ୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୨୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ସେହିପରି ଖୋର୍ଦ୍ଧାରେ ୧୫୬, କଟକରେ ୧୨୮, ଯାଜପୁରରେ ୧୧୧, ମାଲକାନଗିରିରେ ୭୫, ବାଲେଶ୍ୱରରେ ୭୧, ସୁନ୍ଦରଗଡ଼ରେ ୬୩, ପୁରୀରେ ୫୦, କଳାହାଣ୍ଡିରେ ୪୪, କେନ୍ଦ୍ରାପଡାରେ ୪୨, କୋରାପୁଟ, ନୟାଗଡ ୩୩ ଲେଖାଏଁ, ଢେଙ୍କାନାଳ ୨୮, ଗଜପତି ୨୫, ନବରଙ୍ଗପୁର ୨୫, ସମ୍ବଲପୁର ୨୪, ଭଦ୍ରକ ୨୦, ଝାରସୁଗୁଡା ୧୯, ମୟୁରଭଞ୍ଜ ୧୮, ନୂଆପଡା ୧୬, କନ୍ଧମାଳ ୧୨, କେନ୍ଦୁଝର ୧୨, ରାୟଗଡା ୧୦, ଜଗତସିଂହପୁର ୯, ବଲାଙ୍ଗିର ୮ ଓ ବରଗଡରୁ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ପରେ ରାଜ୍ୟରେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ୩୯,୨୦୫କୁ ବୃଦ୍ଧି ପାଇଛି ।