PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କୋଭିଡ ପଜିଟିଭ୍, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

ଭୁବନେଶ୍ୱର ୦୪/୦୮ : ଓଡ଼ିଶାରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୬୨ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୫୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୨ ହଜାର ୧୮୧ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୮୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୩ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍  ୯ ଲକ୍ଷ ୮୨ ହଜାର ୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୩ ହଜାର ୮୭୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୨ ହଜାର ୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୨୮୯୧୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି।