PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟାଙ୍ଗୀରେ ୧୭ଟିକିଆ ହାତୀପଲ ଆତଙ୍କ, ଗାଁରେ ପଶିଲେ, ଫସଲ ନଷ୍ଟ କଲେ
  • ||
  • ଢେଙ୍କାନାଳ : ୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • କଳାହାଣ୍ଡି : ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ ଯୁବକ, ଫାସରେ ପଡି ଜୀବନ ଗଲା
  • ||
  • ଚାନ୍ଦବାଲି : ମୁଖ୍ୟ ବଜାରରେ ହଠାତ୍ ଭୁଶୁଡିଲା ବିଦ୍ୟୁତ୍ ଖୁଣ୍ଟି, ଅଳ୍ପକେ ବର୍ତ୍ତିଲେ ପଥଚାରୀ
  • ||
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

ରାଜ୍ୟରେ ୧୪୦୯ ସୁସ୍ଥ

ଭୁବନେଶ୍ୱର ୪/୮: ରାଜ୍ୟରେ ଆଜି ସର୍ବାଧିକ ୧୪୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ୨୫୮, ଖୋର୍ଦ୍ଧାରୁ ୨୧୮, ରାୟଗଡ଼ାରୁ ୧୨୮, ସୁନ୍ଦରଗଡ଼ରୁ ୧୨୨, ପୁରୀରୁ ୧୨୧, ଗଜପତିରୁ ୧୨୦, କୋରାପୁଟରୁ ୮୪, କଟକରୁ ୬୮, ବାଲେଶ୍ୱରରୁ ୫୮, ନବରଙ୍ଗପୁରରୁ ୩୪, କନ୍ଧମାଳରୁ ୩୦, ଯାଜପୁରରୁ ୨୫, ମାଲକାନଗିରିରୁ ୨୪, କେନ୍ଦୁଝରରୁ ୧୯, ବଲାଙ୍ଗୀରରୁ ୧୬, ବରଗଡ଼ରୁ ୧୨, କେନ୍ଦ୍ରାପଡ଼ାରୁ ୧୨, ଝାରସୁଗୁଡ଼ାରୁ ୧୧, ନୟାଗଡ଼ରୁ ୧୦, ବୌଦ୍ଧରୁ ୯, ନୂଆପଡ଼ାରୁ ୮, ମୟୁରଭଞ୍ଜରୁ ୭, ଢ଼େଙ୍କାନାଳରୁ ୫, ଭଦ୍ରକରୁ ୪, ଅନୁଗୁଳ ଓ ଜଗତସିଂହପୁରରୁ ଦୁଇ ଜଣ ଲେଖାଏଁ, ଦେଓଗଡ଼ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ପରେ ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୨୪୪୮୨କୁ ବୃଦ୍ଧି ପାଇଛି ।