ଭୁବନେଶ୍ୱର ୪/୮: ଆଜି ରାଜଧାନୀରୁ ୧୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ରାଜଧାନୀରେ ୧୪୫ ଜଣ ସୁସ୍ଥ ହୋଇଛନ୍ତି । ଏହାପରେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୨୧୭କୁ ବୃଦ୍ଧି ପାଇଛି ।
wp:html/wp:htmlUpdate on newly detected & cured #COVID19 cases in the last 24 hrs under the BMC area on 4th Aug 2020(till 9am).
— BMC (@bmcbbsr) August 4, 2020
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/b7IqB1YhZl