୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର ୨୦/୮: ରାଜ୍ୟରେ ୧୬୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ପରେ ସୁସ୍ଥଙ୍କ ସଂଖ୍ୟା ୪୮୫୭୬ରେ ପହଁଚିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୩୬୫, ଖୋର୍ଧାରୁ ୩୫୭, ସୁନ୍ଦରଗଡରୁ ୯୧, ଯାଜପୁରରୁ ୮୬, ଗଜପତିରୁ ୬୫, କଟକରୁ ୬୩, କୋରାପୁଟରୁ ୬୩, ମୟୂରଭଞ୍ଜରୁ ୬୦, କନ୍ଧମାଳରୁ ୫୦ ଓ ରାୟଗଡାରୁ ୪୨ଜଣ ରହିଛନ୍ତି ।

ସେହିପରି ନୟାଗଡରୁ ୪୧, ମାଲକାନଗିରିରୁ ୩୯, ବଲାଙ୍ଗୀରରୁ ୩୫, ଢେଙ୍କାନାଳରୁ ୩୩, ଜଗତସିଂପୁରରୁ ୩୩, ବାଲେଶ୍ୱରରୁ ୩୧, କେଉଁଝରରୁ ୨୯, ବରଗଡରୁ ୨୫,  ଭଦ୍ରକରୁ ୨୪, ଝାରସୁଗୁଡାରୁ ୨୧, ପୁରୀରୁ ୨୧, ସମ୍ବଲପୁରରୁ ୨୦, କଳାହାଣ୍ଡିରୁ ୧୬, କେନ୍ଦ୍ରାପଡାରୁ ୧୬ ଓ ନବରଙ୍ଗପୁରରୁ ୧୧ ଜଣ ଆରୋଗ୍ୟ ହୋଇଛନ୍ତି ।

   ସମ୍ବନ୍ଧିତ ଖବର


ପଞ୍ଚୁକ ପ୍ରଥମ ଦିନରେ ଘଟିଲା ବିଭ୍ରାଟ: ଶ୍ରୀଅଙ୍ଗ ଛୁଇଁବାରୁ ମହାପ୍ରଭୁଙ୍କ ହେଲା ମହାସ୍ନାନ

ଆଜି ମହାପ୍ରଭୁଙ୍କ ବାମନ ବେଶ

ଭିଜିଲାନ୍ସ ଜାଲରେ କୁବେର ଆଇଏଫ୍‌ଏସ୍: ୧୨ଟି ସ୍ଥାନରେ ଚଢଉ, ୩ଟି ରାଜ୍ୟରେ ରହିଛି ଘର, ଜମି ଓ ଫ୍ଲାଟ୍

ଲୁଣ ବୋଝେଇ ଟ୍ରକ୍‌ରୁ ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା: ଓଡ଼ିଶାକୁ ଥରାଇଲା କୋହଲା ପାଗ

ଆଜି ଭାରତ ବନ୍ଦ, କେନ୍ଦ୍ରୀୟ ଶ୍ରମିକ ସଂଗଠନର ଦେଶବ୍ୟାପୀ ବନ୍ଦ ଡାକରାକୁ ସମର୍ଥନ ଜଣାଇଲା କଂଗ୍ରେସ