ପ୍ରମୁଖ ଖବର
  • ବୌଦ୍ଧ : ବାଇକ୍କୁ ଧକ୍କା ଦେଲା ରେଲୱେ ବିଭାଗର ବୋଲେରୋ, ବାଇକ୍ ଆରୋହୀ ମୃତ
  • ||
  • ଖରସ୍ରୋତାରେ ୨ ଭାଇ ନିଖୋଜ ଘଟଣା, ବଡ଼ଭାଇର ମୃତଦେହ ଉଦ୍ଧାର
  • ||
  • ବରଗଡ଼: ଡ଼ଭା ଛକରେ ପୋଲିସର ଚେକିଂ ବେଳେ ୬ ଲକ୍ଷ ୫୨ ହଜାର ୮୦୦ଟଙ୍କା ଜବତ, ୨ ଜଣ ଅଟକ
  • ||
  • ନନ୍ଦନକାନନରେ ଆଖିବୁଜିଲା ଧଳା ବାଘୁଣୀ ସ୍ନେହା, ଗୁରୁତର ଅବସ୍ଥାରେ ଚାଲିଥିଲା ଚିକିତ୍ସା
  • ||
  • ନିର୍ଘାତ ତାତି: ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ତାଳଚେର ତାପମାତ୍ରା, ୩୦ ଡିଗ୍ରୀ ଉପରେ ୧୪ ସହର ପାରଦ
  • ||
  • ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ
  • ||
  • ବିଦ୍ରୋହୀ ବିଗାଡ଼ିବେ ଅଙ୍କ, ଚିନ୍ତାରେ ବିଜେପି: ପ୍ରଥମ ଦଫା ଭୋଟ ପାଇଁ ନାମାଙ୍କନ ଆରମ୍ଭ,ଜୟପୁର ପାଇଁ ପ୍ରାର୍ଥୀ ପାଉନି ଦଳ
  • ||
  • ନିୟମଗିରିରେ ମ୍ୟାଲେରିଆ ଆତଙ୍କ: ବହୁସଂଖ୍ୟାରେ ଡଙ୍ଗରିଆ ପୀଡ଼ିତ, ପହଞ୍ଚିଲା ଡାକ୍ତରୀ ଟିମ୍
  • ||
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର ୧୨/୮: ରାଜ୍ୟରେ ଆଜି ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୩୮୯ ଜଣ, ଖୋର୍ଦ୍ଧାରୁ ୧୭୭, ସୁନ୍ଦରଗଡ଼ରୁ ୧୬୩,  କଟକରୁ ୧୨୬, କୋରାପୁଟରୁ ୧୨୦, ପୁରୀରୁ ୧୦୦, ସମ୍ବଲପୁରରୁ ୬୧, ବରଗଡ଼ ରୁ ୫୦, କେନ୍ଦୁଝରରୁ ୪୭, ରାୟଗଡ଼ାରୁ ୪୭, କନ୍ଧମାଳରୁ ୪୬, ନୟାଗଡ଼ରୁ ୩୫, ଯାଜପୁରରୁ ୩୪, ଗଜପତିିିରୁ ୩୩,  କେନ୍ଦ୍ରାପଡ଼ାରୁ ୩୧, ବାଲେଶ୍ୱରରୁ ୩୦, ମାଲକାନଗିରି ରୁ ୨୮, ଭଦ୍ରକରୁ ୨୬,  ମୟୁରଭଂଜରୁ ୨୫, ଢେଙ୍କାନାଳରୁ ୨୪, କଳାହାଣ୍ଡିରୁ ୨୧, ବଲାଙ୍ଗୀର ରୁ ୧୫, ସୋନପୁର ରୁ ୧୪, ନବରଙ୍ଗପୁର ରୁ ୧୧, ଜଗତସିଂହପୁର ରୁ ୮, ଝରସୁଗୁଡ଼ାରୁ ୬, ଅନୁଗୁଳରୁ ୪, ବୌଦ୍ଧରୁ ଓ ନୂଆପଡ଼ାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାପରେ ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୩୬୪୭୮କୁ ବୃଦ୍ଧି ପାଇଛି ।

wp:html /wp:html wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.