ରାଜଧାନୀରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ୧୬/୮: କରୋନା ଥମିବାର ନାଁ ନେଉନି । ଆଜି ରାଜଧାନୀ ଭୁବନେଶ୍ୱରରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୨ ଓ ସ୍ଥାନୀୟ ଅଞ୍ଚଳରୁ ୭୮ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଆଜି ୧୮୪ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି ।

   ସମ୍ବନ୍ଧିତ ଖବର


କାହାକୁ ନଜଣାଇ ଲୁଚିଛପି କିମ ଜୋଙ୍ଗ ଉନ ନିଜ ପରିବାର ସହ ନେଇଗଲେ କରୋନା ଟିକା, ଜାଣନ୍ତୁ କେଉଁଠୁ ପାଇଲେ ସେ ଟିକା ?

ଥରେ କି ଦୁଇଥର ନୁହେଁ ଏବେ ତୃତୀୟଥର ପାଇଁ କରୋନାକୁ ମାତ୍ ଦେଲେ ଏହି ମହିଳା, ବୟସ ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ଦେଶର ସମସ୍ତ ଲୋକଙ୍କୁ ମିଳିବନି କରୋନା ଟିକା: କେନ୍ଦ୍ର ସ୍ବାସ୍ଥ୍ୟସଚିବ

କରୋନାକୁ ପରାସ୍ତ କଲେ ୯୭ ବର୍ଷୀୟ -ସମ୍ କୋଭିଡ୍ ହସ୍ପିଟାଲ୍‌ରେ ସୁସ୍ଥ ହୋଇ ଘରକୁ ଫେରିଲେ

କରୋନା ସଂକ୍ରମଣ ପ୍ରତିକାର ପାଇଁ ଆୟୁର୍ବେଦିକ ଔଷଧ ‘ଆୟୁଷ-୬୪’ ପ୍ରଭାବୀ, ୫ଦିନରେ କୋଭିଡ୍ ନେଗେଟିଭ୍ ହେଉଛନ୍ତି ରୋଗୀ

‘ପ୍ରମେୟ’ର ନବମ ସ୍ୱନକ୍ଷତ୍ର