ଦିନ ୧୧ଟା ସୁଦ୍ଧା ରାଜ୍ଯରେ ୧୮.୦୭% ମତଦାନ

ଭୁବନେଶ୍ୱର ୨୯/୪: ଆଜି ରାଜ୍ଯରେ ଚତୁର୍ଥ ତଥା ଶେଷ ପର୍ୟ୍ୟାୟ ମତଦାନ । ୬ ଲୋକସଭା ଓ ୪୧ ବିଧାନସଭା ଆସନ ପାଇଁ ମତଗ୍ରହଣ ଜାରି ରହିଛି । ବାଲେଶ୍ୱର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ଜଗତସିଂହପୁର ଏବଂ ମୟୁରଭଞ୍ଜରେ ୬ ଲୋକସଭା ଓ ୪୧ ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି । ଦିନ ୧୧ଟା ସୁଦ୍ଧା ରାଜ୍ଯରେ ୧୮.୦୭% ମତଦାନ ହୋଇଛି । ଏନେଇ ମୁଖ୍ଯ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଭଦ୍ରକରେ ଦିନ ୧୧ଟା ସୁଦ୍ଧା ୨୧ ପ୍ରତିଶତ ମତଦାନ ହୋଇଛି । ତେବେ ସାରା ଦେଶରେ ଦିନ ୧୧ଟା ସୁଦ୍ଧା ୨୧.୭୦% ମତଦାନ ହୋଇଛି ।  

   ସମ୍ବନ୍ଧିତ ଖବର


ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମହିଳା ଓ ପରିବାର ସଦସ୍ୟଙ୍କୁ ଗାଁ ଦାଣ୍ଡରେ ମରଣାନ୍ତକ ଆକ୍ରମଣ, ଭିଡିଓ ଭାଇରାଲ୍…

ପୁଣି କରୋନା ନେଲା ୫ ମୁଣ୍ଡ: ମୃତକଙ୍କ ସଂଖ୍ୟା ୧୭୪୪କୁ ବୃଦ୍ଧି

କରୋନାମୁକ୍ତ ରାସ୍ତାରେ ଓଡ଼ିଶା: ୨୪ଘଣ୍ଟା ଆଉ ୩୭୮ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୯ ହଜାର ପାର୍

କାର୍ତ୍ତିକେଶ୍ୱର ଭସାଣି ପାଇଁ କଟକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ୧୬ ପ୍ଲାଟୁନ୍‌ ଫୋର୍ସ ମୁତୟନ: ବିସର୍ଜନ ପାଇଁ ପ୍ରସ୍ତୁତ ରହିଛି ୧୦ ଅସ୍ଥାୟୀ ଜଳାଶୟ

ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତକୁ ନରସିଂହପୁରରୁ ଉଠାଇ ନେଲା କୋଲକାତା ପୁଲିସ

ଜାନୁଆରୀ ପହିଲାରୁ ରାଜ୍ୟରେ ବିଜୁଳି ସଙ୍କଟ ! ଡିସେମ୍ବର ୩୧ ସୁଦ୍ଧା ବନ୍ଦ ହେବ ୪୬୦ ମେଗାୱାଟ୍‌ ବିଶିଷ୍ଟ ଥର୍ମାଲ୍‌ ପ୍ଲାଣ୍ଟ, ଅନିଶ୍ଚିତତାରେ ନୂତନ ପ୍ଲାଣ୍ଟ୍‌ ସ୍ଥାପନ