ରାଜଧାନୀରେ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ୧୭/୮: ରାଜଧାନୀ ଭୁବନେଶ୍ୱରରେ ଆଜି ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦୪ ଓ ସ୍ଥାନୀୟ ଅଞ୍ଚଳରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଆଜି ୧୩୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୫,୪୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୫୬୭ଜଣ ସୁସ୍ଥ ହୋଇଛନ୍ତି ଓ ୨୭ଜଣଙ୍କର ମୃତ୍ୟୁ ହୋଇଛି ।

   ସମ୍ବନ୍ଧିତ ଖବର


ସାବରିମାଲାରେ କରୋନା ଆତଙ୍କ – ୨୭ କର୍ମଚାରୀଙ୍କ ସହ ୩୯ଲୋକ ସଂକ୍ରମିତ

ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

କରୋନାରେ ଆର୍ଥିକ ପ୍ରଭାବ ପାଇଁ କିମ୍‌ ଜୋଙ୍ଗ୍‌ଙ୍କ ବଢ଼ିଲା କ୍ରୋଧ – ଲୋକଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇଲେ, ମାଛ ମାରିବାରେ ଲଗେଇଲେ ରୋକ୍‌

ସ୍ପୁଟନିକ୍ ଭି ଭ୍ୟାକସିନ୍: ଭାରତରେ ପ୍ରସ୍ତୁତ ହେବ ଋଷୀୟ କରୋନା ଭ୍ୟାକସିନର ୧୦ କୋଟି ଡୋଜ୍

ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନାର ତାଲିକା ଘୋଷଣା କଲା ଓଡ଼ିଶା ଲଳିତ କଳା ଏକାଡେମୀ

ଆକାଶଙ୍କ ପ୍ରେମିକାଙ୍କୁ ନେଇ ବଢ଼ିଲା ଚର୍ଚ୍ଚା, ସେପଟେ କଂଗ୍ରେସ ପଚାରିଲା- ପାଠକଙ୍କ ସହ କେଉଁ ବିଧାୟକଙ୍କ ରହିଛି ସମ୍ପର୍କ ?