PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ ରାଜ୍ୟସଭା ଆସନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା : ପୁଣି ରାଜ୍ୟସଭା ଯିବେ ସସ୍ମିତ ପାତ୍ର, ୩ ନୂଆ ମୁହଁଙ୍କୁ ସୁଯୋଗ
  • ||
  • ଭୁବନେଶ୍ଵର : କେରଳ ଛୁଇଁଲା ମୌସୁମୀ ବାୟୁ
  • ||
  • ନେପାଳରେ ଯାତ୍ରୀବାହୀ ବିମାନ ତାରା ଏୟାର ୯ NAET ର ମିଳୁନି ପତ୍ତା , ୪ ଭାରତୀୟଙ୍କ ସମେତ ୧୯ ଯାତ୍ରୀ ଥିବା ସୂଚନା
  • ||
  • ବ୍ରହ୍ମପୁର : ସନ୍ଧ୍ୟାବେଳେ ବେଳାଭୂମିରେ ବସିଥିବା ବେଳେ ମୁଣ୍ଡ ଉପରେ ପଡ଼ିଲା ଚଡ଼କ, ଛାତ୍ର ମୃତ ଛାତ୍ରୀ ଗୁରୁତର
  • ||
  • ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡ଼ିୟମ୍‌ରେ ଖେଳା ଯିବ ଆଇପିଏଲ ୨୦୨୨ ଫାଇନାଲ
  • ||
  • ଆନନ୍ଦପୁର : ଝରକା ଗ୍ରୀଲ୍ ଭାଙ୍ଗି ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ, ୧୫ ଭରି ସୁନାଅଳଙ୍କାର ସହ ନଗଦ ୫୨ ହଜାର ଟଙ୍କା ଲୁଟ୍
  • ||
  • ସୋର : ଗୋରୁ ବୋଝେଇ କଣ୍ଟେନର ଜବତ, ୪୦ ରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର, ୧୧ ଗିରଫ
  • ||
  • ସମାନ ନାଗରିକ ସଂହିତା ଲାଗୁ କରିବା ପ୍ରସ୍ତୁତିରେ ମୋଦି ସରକାର , ପ୍ରଥମେ ଉତ୍ତରାଖଣ୍ଡରେ ଏହି ଆଇନ୍‌ ଲାଗୁ କରାଯିବାର ଅଭ୍ୟାସ ଆରମ୍ଭ କରାଯାଇଛି
  • ||
  • ଗୁଜରାଟରେ ବଡ଼ ବିଜୟର ପ୍ରସ୍ତୁତିରେ ବିଜେପି , କଂଗ୍ରେସ ଦୁର୍ବଳତାର ବି ମିଳିବ ଫାଇଦା
  • ||

ଅପରାଜିତାଙ୍କ ପ୍ରଚାରବେଳେ ବିଜେପି କର୍ମୀଙ୍କୁ ଆକ୍ରମଣ, ୨ ଆହତ

ଭୁବନେଶ୍ୱର ୧୭/୪: ଖୋର୍ଦ୍ଧା ପରେ ଏବେ ରାଜଧାନୀରେ ପୁଣି ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ଉତ୍ତର ଭୁବନେଶ୍ୱର ବିଜେପି ବିଧାୟକ ପ୍ରାର୍ଥୀ ଅପରାଜିତା ମହାନ୍ତିଙ୍କ ପ୍ରଚାର ସମୟରେ ଦଳୀୟ କର୍ମୀଙ୍କ ଉପରେ ଆକ୍ରମଣ ହୋଇଛି । ଆକ୍ରମଣରେ ବିଜେପିର ୨ କର୍ମୀ ଆହତ ହୋଇଛନ୍ତି ।

ଆଜି(ବୁଧବାର) ବିଜେପି କର୍ମୀମାନେ ପ୍ରଚାର କରୁଥିବା ସମୟରେ ଚନ୍ଦ୍ରଶେଖରପୁର ମଙ୍ଗଳା ବସ୍ତିରେ ହୋଇଥିଲା ଏହି ଆକ୍ରମଣ । କିଛି ଗୁଣ୍ଡା ଶ୍ରେଣୀର ଲୋକେ ବିଜେପିର ପ୍ରଚାର ଗାଡିକୁ ଭିତରକୁ ବସ୍ତି ଭିତରକୁ ପୂରାଇ ଦେଇନଥିଲେ । ଏପରିକି ଦଳୀୟ କର୍ମୀଙ୍କ ଉପରକୁ ଆକ୍ରମଣ କରିଥିଲେ । ଆକ୍ରମଣରେ ୨ ବିଜେପି କର୍ମୀ ଆହତ ହୋଇଛନ୍ତି । ଏନେଇ ବିଜେପି କର୍ମୀମାନେ ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଛନ୍ତି ।