PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାଲକାନଗିରି ଜିଲ୍ଲାପାଳଙ୍କ ନାମରେ ଟେଣ୍ଡର ଫିକସିଙ୍ଗ ଓ ଗ୍ରାନାଇଟ ପଥର ଖଣିଲିଜରେ ଦୁର୍ନୀତିର ଅଭିଯୋଗ ଆଣିଲେ ପୁର୍ବତନ ସାଂସଦ ତଥା ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ
  • ||
  • କଟକ: ଦୁଷ୍କର୍ମ ମାମଲ, ୧୪ ବର୍ଷ ପରେ ଆଜୀବନ କାରାଦଣ୍ଡ ଆସାମୀ ନିର୍ଦୋଷରେ ଖଲାସ
  • ||
  • ବଲାଙ୍ଗୀର: ମୂଲ୍ୟବାନ ଖଇର ଗଣ୍ଡି ଓ ଗାଡି ଜବତ କଲା ବନ ବିଭାଗ, ଡ୍ରାଇଭର ଫେରାର
  • ||
  • କୋରାପୁଟ: ବାଇକ୍ ଚୋର ଗ୍ୟାଙ୍ଗକୁ ଧରିବା ସଫଳ ହେଲା କୋରାପୁଟ ଟାଉନ ଥାନା ପୋଲିସ, ୧୫ ବାଇକ୍‌ ଉଦ୍ଧାର, ୩ ଚୋର ଗିରଫ
  • ||
  • ଜଗତସିଂହପୁର: ଅଲିପିଙ୍ଗଳ ବାଲିଘାଟରେ ପୁଣି ଚଢ଼ଉ କଲେ ତହସିଲଦାର , ୭ରୁ ଅଧିକ ହାଇଓ୍ବା ଜବତ, ମାଲିକ ମହଲରୁ ତେଜୁଛି ଅସନ୍ତୋଷ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ଆଉ ୩୮ ଜଣଙ୍କ ଜୀବନ ନେଲା କରୋନା
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୫୭ କରୋନା ପଜିଟିଭ୍
  • ||
  • ପୁରୀ : ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪ ଧାରା, ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ଯାଏଁ କଟକଣା
  • ||
  • ପୁରୀ : ଏବର୍ଷ ୩ ଦିନ ନବଯୌବନ ଦର୍ଶନ, ଆଜି ଶ୍ରୀମନ୍ଦିରରେ ଦଇତାପତି ସେବାୟତଙ୍କ ପ୍ରବେଶ, ୨୩ରେ ସେନାପଟା ଲାଗି ନୀତି
  • ||
  • ଭୁବନେଶ୍ୱର : ଓଡ଼ିଶାର ୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା, ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
  • ||

ବ୍ରହ୍ମପୁର: ୨ ନକଲି ଶିକ୍ଷକଙ୍କ ସହ ୩ ଦଲାଲ ଗିରଫ

ବ୍ରହ୍ମପୁର ୨୯/୨: ଗଞାମ ପୁଲିସକୁ ମିଳିଲା ବଡ ସଫଳତା । ଶନିବାର ଆସିକା ପୁଲିସ୍ ପକ୍ଷରୁ ଚଢାଉ କରି ଦୁଇ ନକଲି ଶିକ୍ଷକଙ୍କ ସମେତ ଅନ୍ଯ ତିନି ଦଲାଲଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କଠୁ ନକଲି ସାର୍ଟିଫିକେଟ୍ ପ୍ରସ୍ତୁତ ସରଞ୍ଜାମ ସହ ନଗଦ ୨୬,୦୦୦ ଟଙ୍କା ଜବତ ହୋଇଛି । ୪୦ ରୁ ଉର୍ଦ୍ଧ ନକଲି ଶିକ୍ଷକଙ୍କୁ ଚିହ୍ନଟ କରାଯାଇଥିବା ବେଳେ କାହାରିକୁ ଗିରଫ କରାଯାଇନଥିଲା । ଏନେଇ ପ୍ରମେୟ ନ୍ୟୁଜ୭ରେ ଗତ ସପ୍ତାହରେ ଖବର ପ୍ରସାରିତ ହୋଇଥିଲା । ଏହା ପରେ ତତ୍ପର ହୋଇଥିଲା ପୋଲିସ । ଶନିବାର  ୫ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ଆସିକା ପୁଲିସ୍ ।

ସମ୍ବନ୍ଧିତ ଖବର