PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ନୀଳଗିରି: ଦନ୍ତା ଆକ୍ରମଣରେ ଦୁଇ ଗୁରୁତର

ନୀଳଗିରି୧୭/୧୨: ଦିନକୁ ଦିନ ବଢୁଛି କୂଲଡିହା ହାତୀଙ୍କ ଉପଦ୍ରବ ଓ ମଣିଷକୁ ଆକ୍ରମଣ । ଆଜି ପୁଣି କୂଲଡ଼ିହା ଦନ୍ତା ହାତୀ ଆକ୍ରମଣରେ ଦୁଇଜଣ ଗୁରୁତର ହୋଇ ନୀଳଗିରି ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି । ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଳକ କୂଳଡିହା ଅଭୟାରଣ୍ୟ ପାଦଦେଶର ଅବସ୍ଥିତ । ମଙ୍ଗଳବାର ଆମ୍ବଝର ଗ୍ରାମର ଶିଶୁ ସିଂ ଓ ଇନ୍ଦ୍ରଜିତ ସିଂ ଉଭୟ ନିଜ ଘର ନିକଟରେ ଧାନ କ୍ଷେତରେ କଳେଇ ବାନ୍ଧୁଥିବା ବେଳେ ଅଚାନକ ଗୋଟିଏ କୂଳଡ଼ିହା ଦନ୍ତା ସେମାନଙ୍କୁ ଆକ୍ରମଣ କରିଥିଲା । ହାତୀ ଆକ୍ରମଣରେ ଉଭୟ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନୀଳଗିରି ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।