PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୨୨କୁ ବୃଦ୍ଧି

ଭୁବନେଶ୍ୱର,୦୫/୧୨ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ୧୮୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୨ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୨୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୯୪୬୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୦୨୩୯୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସମ୍ବନ୍ଧିତ ଖବର