ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ

corona-vac

ଭୁବନେଶ୍ୱର ୨୭/୪: ଆଉ ୨ ଜଣ ସୁସ୍ଥ । ଭୁବନେଶ୍ୱରର ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି । ଏହି ୨ ଜଣଙ୍କୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ୩୭ ଜଣ ସୁସ୍ଥ ହେଲେଣି । ଆକ୍ଟିଭ୍ କେସ୍ କଥା କହିବା ତ ଏବେ ରାଜ୍ୟରେ ୭୦ ଆକ୍ଟିଭ୍ କେସ୍ ରହିଛି । ଏବଂ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ସ୍ଥିର ରହିଛି ।

   ସମ୍ବନ୍ଧିତ ଖବର


ସେମିଳିଗୁଡ଼ା ପୋଲିସକୁ ବଡ଼ ସଫଳତା, ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ରାଉରକେଲା ସ୍କର୍ପିଓ ପୋଡି ଘଟଣା; ଗୋମାଂସ ଚାଲାଣ ସନ୍ଦେହରେ ଦୁର୍ବୃତ୍ତ ଜାଳିଥିଲେ ଗାଡି, ଡ୍ରାଇଭର ସମେତ ୪ ଗିରଫ

ମହିଳା ଟେନିସ୍‌ ତାରକା ‌ ସିମୋନା ହାଲେପଙ୍କୁ କରୋନା

କଟକ ସହର ପାଇଁ ଆଉ ଏକ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା : ସ୍କିପ୍ସ ପ୍ରୋଜେକ୍ଟରେ ପ୍ରଥମ ଗ୍ରୀଡ୍ ଲୋକାର୍ପିତ

ଲଭ ଜିହାଦକାରୀଙ୍କୁ ଯୋଗୀ ରୋକଠୋକ୍‌ ଶୁଣାଇଲେ ରାମ ନାମ ସତ୍ୟ ହୈ…ସୁଧୁରି ନଗଲେ ହୋଇଯିବ ଶେଷ

ନୀଳଗିରିକୁ ଝାଡଖଣ୍ଡି ହାତୀପଲଙ୍କ ଆଗମନ ଆଶଙ୍କା, ଦନ୍ତା ହାତୀ ଆସିବୁଲି ଫେରିଯିବା ପରେ ବଢିଲା ଚିନ୍ତା…