PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଭିଜିଲାନ୍ସ ପଞ୍ଝାରେ OCCL ସିନିୟର ମ୍ୟାନେଜର, ଆୟ ବର୍ହିଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଗଞ୍ଜାମ: ରାତି ଅଧରେ ବିଭତ୍ସ ହତ୍ୟା, ଶୋଇଥିବା ବେଳେ ଯୁବକଙ୍କୁ ହାଣିବା ପରେ ମୁହଁକୁ ପଥରରେ ଛେଚି ହତ୍ୟା
  • ||
  • ଖୋର୍ଦ୍ଧା: ସଦର ଥାନା ତାପଙ୍ଗ ଗ୍ରାମରେ ଖୁଦୁରୁକୁଣୀକୁ ନେଇ ଗଣ୍ଡଗୋଳ ଜଣକୁ ହତ୍ୟା
  • ||
  • ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ଆଉ ୫୧୦ ଜଣ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ପାର୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ଖୋଲା ଡ୍ରେନ୍‌ରେ ଛାତ୍ର ଭାସିଯିବା ଘଟଣା, ୧୮ ଘଣ୍ଟା ପରେ ଠାବ ହେଲା ରାଜାଙ୍କ ମୃତଦେହ
  • ||
  • ବୁର୍ଲା : ଭିସୁଟ୍‌ରେ ପଶିଲା କରୋନା, କୁଳପତିଙ୍କ ସମେତ ୨ ଛାତ୍ର ଆକ୍ରାନ୍ତ ଚିହ୍ନଟ
  • ||
  • ଭୁବନେଶ୍ୱର : ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି, ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ଅନୁଗୁଳ : ବନ୍ଦ କ୍ୱାର୍ଟର୍ସରେ ଲୁଚାଇ ରଖିଥିଲେ, ଏକ୍ସପାରି ହେବା ପରେ ରାତାରାତି ଗାଡ଼ି ଗାଡ଼ି ଔଷଧ ଫିଙ୍ଗି ଦେଲେ…
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା
  • ||
  • ପିପିଲି : ଆଜିଠୁ ଜମିବ ଉପନିର୍ବାଚନ ପ୍ରଚାର, ମଇଦାନକୁ ଓହ୍ଲାଇବେ ତିନି ଦଳର ଷ୍ଟାର ପ୍ରଚାରକ
  • ||

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ସୋପିଆନରେ ଜୈଶର କମାଣ୍ଡର ସହିତ ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୧୩।୪: ଦକ୍ଷିଣ କାଶ୍ମୀରର ସୋପିଆନ ଜିଲାରେ ଶନିବାର ସକାଳେ ସେନାର ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିରେ ଜୈଶ-ଇ-ମହମ୍ମଦର ଟପ୍ କମାଣ୍ଡର ଶାହାଜାହା ମଧ୍ୟ ରହିଛି। ଗହଣ୍ଡ ଅଞ୍ଚଳରେ ସେନାର ୨ରୁ ୩ ଜଣ ଆତଙ୍କବାଦୀ ଲୁଚିଥିବା ଥିବାର ସୂଚନା ମିଳିଥିଲା। ଏହି ଖବର ପାଇବା ପରେ ଯବାନମାନେ ପହଞ୍ଚି ସମ୍ପୃକ୍ତ ଅଞ୍ଚଳକୁ ଚାରିପଟୁ ଘେରିଯାଇଥିଲେ। ଫଳରେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଯବାନଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଥିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆହୁରି ୨ରୁ ୩ ଜଣ ଆତଙ୍କବାଦୀ ସମ୍ପୃକ୍ତ ଅଞ୍ଚଳରେ ଲୁଚି ରହିଥିବା ସୂଚନା ରହିଛି। ତେଣୁ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି।

ନିହତ ଆତଙ୍କବାଦୀମାନେ ହିଜବୁଲ ମୁଜାହିଦ୍ଦିନ ସଂଗଠନର ବୋଲି ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ଜଣେ ଏମ.ଟେକ୍‌ ଛାତ୍ର ରହିଛି। ଗାନ୍ଦରବଲ ଜିଲାର ନୁନେର ଗାଁରେ ରହୁଥିବା ରାହିଲ ରଶିଦ ଶେଖ ଏହି ଆକ୍ରମଣରେ ନିହତ ହୋଇଛି। ସେ ୩ଦିନ ତଳେ ଆତଙ୍କୀ ସଂଗଠନରେ ଯୋଗଦେଇଥିଲା। ସେହିପରି ଅନ୍ୟ ଆତଙ୍କୀଙ୍କ ଘର ସୋପିଆନ ଜିଲାର କୀଗମ ଗାଁରେ ଏବଂ ତା’ର ନାଁ ବିଲାଲ ଅହମ୍ମଦ ବୋଲି ଜଣାପଡ଼ିଛି।

ସମ୍ବନ୍ଧିତ ଖବର