ହୋଲିରେ ଅଘଟଣ : କାଠଯୋଡିରେ ବୁଡ଼ି ଦୁଇ ଯୁବକ ମୃତ

କଟକ ୧୦।୩: ହୋଳିରେ ଅଘଟଣ। କାଠଯୋଡି ନଦୀରେ ଗାଧୋଇବା ବେଳେ ବୁଡି ଯାଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ଯୁବକମାନେ ହୋଲି ଖେଳିସାରି କଟକ ୪୨ ମୌଜା ଘାଟ ନିକଟରେ ଗାଧୋଇବା ପାଇଁ ଆସିଥିବା ବେଳେ ଏହି ଅଘଟଣ ଘଟିଛି ।

ତେବେ ଯୁବକ ଦୁଇ ଜଣ ଯୁବକଙ୍କୁ ଉଦ୍ଧାର କରି ମେଡିକାଲକୁ ନିଆଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଦୁଇ ଯୁବକଙ୍କର ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

   ସମ୍ବନ୍ଧିତ ଖବର


ଆଜିଠୁ ସବୁ ରୁଟ୍‌ରେ ଗଡ଼ିଲା ‘ମୋ ବସ୍‌’, କେବଳ ୨୯ନଂ ରୁଟ୍‌ରେ ଗଡ଼ିବନି ବସ୍‌

ଭୀଷଣ ଅବପାତ ରୂପ ନେବ ଲଘୁଚାପ, ଆଜି ବାତ୍ୟାରେ ପରିଣତ ହେବା ସମ୍ଭାବନା: ଆସନ୍ତା ୨ ଓ ୩ ତାରିଖରେ କୁହୁଡ଼ି ସମ୍ଭାବନା

ଓସିଏ ଆୟୋଜନ କରିବ ଟି-୨୦ ଲିଗ୍, ଭାଗ ନେବେ ୬ଟି ଟିମ୍‌

ବଲାଙ୍ଗୀର:ଜମି ବଢିନି ଚାଷୀ ବଢିଗଲେ- କୃଷି ବିଭାଗ କହିଲା ଲକ୍‌ଡାଉନ୍ ଯୋଗୁଁ ରାଜ୍ୟ ବାହାରୁ ଫେରି ଆସିଛନ୍ତି ଚାଷୀ

ଡିସେମ୍ବର ଗାଇଡଲାଇନ୍: ୩୧ ଯାଏଁ ସିନେମା ହଲ ବନ୍ଦ, କ’ଣ ଖୋଲା କ’ଣ ବନ୍ଦ ଜାଣନ୍ତୁ…

ମଙ୍ଗଳବାରରୁ ସମସ୍ତ ରୁଟ୍‌ରେ ଆରମ୍ଭ ହେବ ମୋ ବସ୍‌ ସେବା