PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର: ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||
  • ଆଇପିଏଲ-୧୪: ଆଜି ଖେଳାଯିବ ଦୁଇଟି ମ୍ୟାଚ୍, କୋହଲି-ମୋର୍ଗାନ ଓ ରାହୁଲ-ପନ୍ଥ ମଧ୍ୟରେ ଲଢେ଼ଇ
  • ||
  • ଭୁବନେଶ୍ୱର : ବଦଳିଲା ମୋ ବସ୍‌ ଚଳାଚଳ ସମୟ। ଏଣିକି ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚଳାଚଳ କରିବ ମୋ ବସ୍
  • ||
  • ଭୁବନେଶ୍ୱର: ରମାଦେବୀ ଛାତ୍ରୀନିବାସରୁ ୪ ଛାତ୍ରୀ କରୋନା ପଜିଟିଭ୍, ୧୯ ତାରଖ ପୂର୍ବରୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ‌
  • ||
  • ରାଜ୍ୟକୁ ପୁଣି ଫେରିବ ତାତି, ସପ୍ତାହେ ପର୍ଯ୍ୟନ୍ତ ଛଟପଟ କରିବ ଗ୍ରୀଷ୍ମ ପ୍ରକୋପ
  • ||

ରାଜ୍ୟରେ ନିର୍ମାଣ ହେବ ୨୦ଟି ସାଇନ୍ସ ପାର୍କ- ଅଶୋକ ପଣ୍ଡା

ଭୁବନେଶ୍ଵର, ୨୭/୨ : ରାଜ୍ୟରେ ନିର୍ମାଣ ହେବ ୨୦ଟି ସାଇନ୍ସ ପାର୍କ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଓ ଦ୍ଵିତୀୟ ପର୍ଯ୍ୟାୟରେ ୧୦ଟି ସାଇନ୍ସ ପାର୍କ ନିର୍ମାଣ ହେବ। ଏଥିପାଇଁ ୩୦ ମାସ ସମୟ ଲାଗିବ। ରାଜ୍ୟରେ ୪ଟି ସ୍ଥାନରେ ସାଇନ୍ସ ପାର୍କ ନିର୍ମାଣ ପାଇଁ ଟେଣ୍ଡର ପ୍ରକ୍ରିୟା ଚାଲିଛି। ବାରିପଦା, କେନ୍ଦୁଝର, ଗୋପାଳପୁର, ରାୟଗଡାରେ ଏହି ସାଇନ୍ସ ପାର୍କ ନିର୍ମାଣ ହେବ। ରାଉରକେଲା ଓ ବଲାଙ୍ଗିରରେ ସାଇନ୍ସ ପାର୍କ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆଜି ଗୃହରେ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା।