PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ରାଜଧାନୀରୁ ୨୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ୧୮/୮: ରାଜଧାନୀ ଭୁବନେଶ୍ୱରରୁ ଆଜି ୨୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୬ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୮୪ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ୧୨୩ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୫୭୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୩୬୯୦ଜଣ ସୁସ୍ଥ ହୋଇଛନ୍ତି ଓ ୨୮ଜଣଙ୍କର ମୃତ୍ୟୁ ଘଟିଛି ।