ପ୍ରମୁଖ ଖବର
  • ହୃଦଘାତରେ ଆଖି ବୁଜିଲା ମାଫିଆ ଡନ୍ ମୁଖତାର ଅଂସାରୀ
  • ||
  • ଜୟପୁର: ରାଜସ୍ଥାନ ରୟାଲ୍ସ ଲାଗି ଏକାକୀ ଲଢ଼ିଲେ ରିୟାନ୍ ପରାଗ, ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୮୬ ରନ୍ ଟାର୍ଗେଟ୍
  • ||
  • ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପିର ମହା ମିଶ୍ରଣ ପର୍ବ, ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ
  • ||
  • ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ, ୫ସହରରେ ୩୯ ଡିଗ୍ରୀ ଟପିଲା ତାତି, ୩୯.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା, ଏପ୍ରିଲ୍ ୧ ପର୍ଯ୍ୟନ୍ତ ବଢ଼ିଲା ରିମାଣ୍ଡ ଅବଧି
  • ||
  • କଂଗ୍ରେସ ପ୍ରାର୍ଥୀ ଘୋଷଣା କେବେ ? ଚିନ୍ତାରେ ଆଶାୟୀ ଓ କର୍ମୀ..
  • ||

୨୩ ଜିଲାକୁ କାଳବୈଶାଖୀ ସତର୍କତା, ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ ।୫ ରାଜ୍ୟର ୨୩ ଜିଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଗାମୀ ୨୪ ଘଣ୍ଟା ପାଇଁ ଏହି ୨୩ଟି ଜିଲାର ଜନସାଧାରଣ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ୨୩ ଜିଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ବୌଦ୍ଦ ଓ ରାୟଗଡା ଜିଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.