ଭୁବନେଶ୍ୱରରୁ ଆଜି ୨୬୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର –  ଭୁବନେଶ୍ୱରରୁ ଆଉ  ୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରାଣ୍ଟାଇନ୍‌ରୁ ୧୫୩ ଓ ସ୍ଥାନୀୟ  ଆକ୍ରାନ୍ତ ୧୧୪ ଜଣ ରହିଛନ୍ତି ।

ସୂଚନା ଆଧାରରେ ନୂଆପଲ୍ଲୀରୁ ୧୪ ଜଣ ,  ଚନ୍ଦ୍ରଶେଖର ପୁରରୁ  ୮ଜଣ ,  ସାମନ୍ତରାପୁରରୁ ୧୦ ଜଣ , ନୀଳାଦ୍ରୀ ବିହାରରୁ ୮ ଜଣ ଚିହ୍ନଟ ହୋଇଛନ୍ତି ।

ଏହାସହ ଭୁବନେଶ୍ୱରରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ୭୫୯୯କୁ ବୃଦ୍ଧି ଘଟିଛି । ସେପଟେ ଆଜି ଭୁବନେଶ୍ୱରରେ ୧୭୪ଜଣ କରୋନାରୁ ଆରୋଗ୍ୟ ହୋଇଛନ୍ତି । ଏହାସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪,୫୬୩ଜଣ ।

   ସମ୍ବନ୍ଧିତ ଖବର


ରେଡ୍‌ ବୁଲ୍‌ କ୍ୟାମ୍ପସ୍‌ ଟି-ଟ୍ୱେଣ୍ଟି କ୍ରିକେଟ୍‌ : ଫାଇନାଲ୍‌ରେ ସୋଆ ବିଶ୍ୱବିଦ୍ୟାଳୟ

ଆଜି ବି ମଣିଷର ମନରେ ନିଷ୍ଠା, ମାନବିକତା ମରି ନାହିଁ -ପାନ ଦୋକାନୀଙ୍କ ମହାନତା,ହଜି ଯାଇଥିବା ପର୍ସ ଫେରାଇଲେ

କରୋନା କାଳରେ କେତେଥର କୋଭିଡ ଟେଷ୍ଟ କରିଛନ୍ତି ବିସିସିଆଇ ଅଧ୍ୟକ୍ଷ? ନିଜେ କଲେ ଖୁଲାସା

ଅଭିନବ ଉପାୟ: ଦିବ୍ୟାଙ୍ଗ ହୋଇଥିଲେ ବି ସ୍ୱାବଲମ୍ବୀ- ରିକ୍ସାକୁ ଲୁନାରେ ବାନ୍ଧି ଚଳାଇଛନ୍ତି ବ୍ୟବସାୟ

ନିଶାସକ୍ତଙ୍କ ବିଚିତ୍ର କାଣ୍ଡ- ସାଲାଇନ୍‌ ବୋତଲ ସହ ଡାକ୍ତରଖାନାରୁ ଚାଲି ଚାଲି ଘରକୁ ପଳାଇଲେ, ଜାଣି ପାରିଲେନି ଡାକ୍ତରଖାନା କର୍ତ୍ତୃପକ୍ଷ

ମିସ ଇଣ୍ଡିଆ-୨୦୨୦ ପାଇଁ ଓଡ଼ିଶାର ଟପ୍‌-୫ ପ୍ରତିଯୋଗୀଙ୍କ ମଧ୍ୟରେ ବଲାଙ୍ଗିରର ଝିଅ ଶୁଭଶ୍ରୀ ରାୟଗୁରୁ