PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡ଼ିୟମ୍‌ରେ ଖେଳା ଯିବ ଆଇପିଏଲ ୨୦୨୨ ଫାଇନାଲ
  • ||
  • ଆନନ୍ଦପୁର : ଝରକା ଗ୍ରୀଲ୍ ଭାଙ୍ଗି ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ, ୧୫ ଭରି ସୁନାଅଳଙ୍କାର ସହ ନଗଦ ୫୨ ହଜାର ଟଙ୍କା ଲୁଟ୍
  • ||
  • ସୋର : ଗୋରୁ ବୋଝେଇ କଣ୍ଟେନର ଜବତ, ୪୦ ରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର, ୧୧ ଗିରଫ
  • ||
  • ସମାନ ନାଗରିକ ସଂହିତା ଲାଗୁ କରିବା ପ୍ରସ୍ତୁତିରେ ମୋଦି ସରକାର , ପ୍ରଥମେ ଉତ୍ତରାଖଣ୍ଡରେ ଏହି ଆଇନ୍‌ ଲାଗୁ କରାଯିବାର ଅଭ୍ୟାସ ଆରମ୍ଭ କରାଯାଇଛି
  • ||
  • ଗୁଜରାଟରେ ବଡ଼ ବିଜୟର ପ୍ରସ୍ତୁତିରେ ବିଜେପି , କଂଗ୍ରେସ ଦୁର୍ବଳତାର ବି ମିଳିବ ଫାଇଦା
  • ||

ନିମାପଡା: କୁଶଭଦ୍ରା ନଦୀରେ ବୁଡି ୩ ଯୁବକ ନିଖୋଜ

Representative image

ନିମାପଡା ୧୬/୪:  କୁଶଭଦ୍ରା ନଦୀରେ ବୁଡି ୩ ଯୁବକ ନିଖୋଜ । ମଙ୍ଗଳବାର କୁଶଭଦ୍ରା ନଦୀର ନିମାପଡା ଧୀରପୁର ଘାଟରେ ୩ ଯୁବକ ବୁଡି ନିଖୋଜ ହୋଇଯାଇଛନ୍ତି । ଗାଧୋଇବାକୁ ଯାଇଥିବାବେଳେ ବୁଡି ଯାଇଥିଲେ ୩ ଯୁବକ । ଖବର ପାଇ ସ୍ଥାନୀୟ ଲୋକେ ଓ  ଅଗ୍ନିଶମ କର୍ମଚାରୀ ସନ୍ଧାନ କାର୍ଯ୍ଯ ଜାରିରଖିଛନ୍ତି ।