PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ, ହସ୍ପିଟାଲରେ ଭର୍ତ୍ତି
  • ||
  • ସମ୍ବଲପୁର : ଭିଜିଲାନ୍ସ ପଞ୍ଝାରେ OCCL ସିନିୟର ମ୍ୟାନେଜର, ଆୟ ବର୍ହିଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଗଞ୍ଜାମ: ରାତି ଅଧରେ ବିଭତ୍ସ ହତ୍ୟା, ଶୋଇଥିବା ବେଳେ ଯୁବକଙ୍କୁ ହାଣିବା ପରେ ମୁହଁକୁ ପଥରରେ ଛେଚି ହତ୍ୟା
  • ||
  • ଖୋର୍ଦ୍ଧା: ସଦର ଥାନା ତାପଙ୍ଗ ଗ୍ରାମରେ ଖୁଦୁରୁକୁଣୀକୁ ନେଇ ଗଣ୍ଡଗୋଳ ଜଣକୁ ହତ୍ୟା
  • ||
  • ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ଆଉ ୫୧୦ ଜଣ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ପାର୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ଖୋଲା ଡ୍ରେନ୍‌ରେ ଛାତ୍ର ଭାସିଯିବା ଘଟଣା, ୧୮ ଘଣ୍ଟା ପରେ ଠାବ ହେଲା ରାଜାଙ୍କ ମୃତଦେହ
  • ||
  • ବୁର୍ଲା : ଭିସୁଟ୍‌ରେ ପଶିଲା କରୋନା, କୁଳପତିଙ୍କ ସମେତ ୨ ଛାତ୍ର ଆକ୍ରାନ୍ତ ଚିହ୍ନଟ
  • ||
  • ଭୁବନେଶ୍ୱର : ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି, ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ଅନୁଗୁଳ : ବନ୍ଦ କ୍ୱାର୍ଟର୍ସରେ ଲୁଚାଇ ରଖିଥିଲେ, ଏକ୍ସପାରି ହେବା ପରେ ରାତାରାତି ଗାଡ଼ି ଗାଡ଼ି ଔଷଧ ଫିଙ୍ଗି ଦେଲେ…
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା
  • ||
  • ପିପିଲି : ଆଜିଠୁ ଜମିବ ଉପନିର୍ବାଚନ ପ୍ରଚାର, ମଇଦାନକୁ ଓହ୍ଲାଇବେ ତିନି ଦଳର ଷ୍ଟାର ପ୍ରଚାରକ
  • ||

ଟିକେଟ ନମିଳିବାରୁ କଂଗ୍ରେସରୁ ଇସ୍ତଫା ଦେଲେ ୩ ପୂର୍ବତନ ବିଧାୟକ, ୧୫୦ କର୍ମୀ ମଧ୍ଯ ଛାଡିଲେ ଦଳ

ଭୁବନେଶ୍ୱର ୨୭/୩:  କଂଗ୍ରେସ ଛାଡିଲେ ୩ ପୂର୍ବତନ ବିଧାୟକ । ଟିକେଟ ନମିଳିବାରୁ କଳାହାଣ୍ଡିର ପୂର୍ବତନ ବିଧାୟକ ଗୋବର୍ଦ୍ଧନ ଦାସ, କୁମରମଣି ଶବର  ଓ ଯୁଗାରାମ ବେହେରା ଦଳରୁ ଇସ୍ତଫା ଦେଇଛନ୍ତି । ଏହି ୩ ପୂର୍ବତ୍ତନ ବିଧାୟକଙ୍କ ସହ କଳାହାଣ୍ଡିର ଶତାଧିକ କର୍ମୀ  ମଧ୍ଯ ଦଳରୁ ଇସ୍ତଫା ଦେଇଛନ୍ତି  ।

ନର୍ଲା ବିଧାୟକ କୁମାରମଣି ଶବର, ଜୁନାଗଡ ବିଧାୟକ  ଗୋବର୍ଦ୍ଧନ ଦାସ ଓ ଧର୍ମଗଡ ବିଧାୟକ ଯୁଗାରାମ ବେହେରା ଟିକେଟ ନମିଳିବାରୁ ଦଳରୁ ଇସ୍ତଫା ଦେଇଛନ୍ତି  । ତାଙ୍କୁ ଟିକେଟ ନମିଳିବାରୁ ତାଙ୍କ ସମର୍ଥକମାନେ କଂଗ୍ରେସ ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଟଙ୍କା ନେଇ ଟିକେଟ ବଣ୍ଟାଯାଉଥିବା ପ୍ରତିବାଦ କରି ଶତାଧିକ କର୍ମୀ କଂଗ୍ରେସ ଭବନ ଆଗରେ ଧାରଣାରେ ବସିବା ସହ ପ୍ରାୟ ୧୫୦ କର୍ମୀ ଆଜି ଦଳରୁ ଇସ୍ତଫା ଦେଇଛନ୍ତି ।

ସମ୍ବନ୍ଧିତ ଖବର