ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ ଛୁଇଁଲା

ଭୁବନେଶ୍ବର ୨୬/୪: ରାଜ୍ୟ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ୍ ହୋଇଛନ୍ତି। ସମସ୍ତ ୩ ଜଣ ଆକ୍ରାନ୍ତ ସୁନ୍ଦରଗଡ ଜିଲ୍ଲାର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଓ୍ବେବସାଇଟ୍ ସୂଚନା ଦିଆଯାଇଛି। ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ ପହଞ୍ଚିଛି। ମୋଟ ୬୮ ଆକ୍ଟିଭ କେସ୍ ରହିଛି । ୩୪ଜଣ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି । ସମସ୍ତ ଆକ୍ରାନ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଜାରି ରହିଛି ।

ସୂଚନା ମୁତାବିକ, ପୂର୍ବରୁ ସୁନ୍ଦରଗଡ ଜିଲ୍ଳାରୁ ୩ ଆକ୍ରାନ୍ତ ଚିହ୍ନଟ ହୋଥିବା ବେଳେ ଆଜି ସକାଳୁ ସକାଳୁ ୩ ଜଣ ଆକ୍ରାନ୍ତ ଚିହ୍ନଟ୍ ହୋବପରେ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଏଥି ମଧ୍ୟରୁ ୫ଟି ଆକ୍ଟିଭ୍ କେସ୍ ରହିଛି। ଶନିବାର ସୁନ୍ଦରଗଡ ଜିଲ୍ଲାର ଜଣେ କରୋନା ଆକ୍ରନ୍ତ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି।

   ସମ୍ବନ୍ଧିତ ଖବର


ସମ୍ପର୍କୀୟ କକାଙ୍କ କାମନାର ଶିକାର ହେଲେ ଝିଆରୀ

କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କରୋନା ପଜିଟିଭ୍

କରୋନା ସଂକ୍ରମଣର ଆତଙ୍କ ଭିତରେ ଆସିଲା ଭଲ ଖବର —ଅଧ୍ୟୟନରୁ ସ୍ପଷ୍ଟ ହେଲା ଏହି ତଥ୍ୟ

ଭଦ୍ରକ: ବିକ୍ଷୋଭ ବେଳେ ପୋଲିସ ଓ ବ୍ଲକ କର୍ମଚାରୀଙ୍କ ଉପରେ ଆକ୍ରମଣ

ସାଲେପୁର: ଗ୍ୟାସ ଏଜେନ୍ସିରୁ ଚୋରି

କରୋନା ଭାକ୍‌ସିନ୍‌ କେବେ ଉପଲବ୍ଧ ହେବ ? ସିରମ ଇନଷ୍ଟିଚ୍ୟୁଟ୍‌ର ସିଇଓ କହିଲେ ….