କରୋନା ମ୍ୟାପ୍‌ରେ ସାମିଲ ହେଲା ମୟୂରଭଞ୍ଜ ଜିଲ୍ଲା, ଚିହ୍ନଟ ହେଲେ ନୂଆ ୩ କରୋନା ପଜିଟିଭ

ଭୁବନେଶ୍ବର ୭/୫:ରାଜ୍ୟରେ ପୁଣି ଗୋଟିଏ ନୂଆ ଜିଲ୍ଳାକୁ ବ୍ୟପିଲା କରୋନା। ଓଡିଶା ମ୍ୟାପ୍‌ରେ ପ୍ରଥମ କରି ମୟୂରଭଞ୍ଜ ଜିଲ୍ଲାରେ ୩ ଆକ୍ରାନ୍ତ ଚିହ୍ନଟ୍ ହୋଇଛନ୍ତି। ଫଳରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା୨୦୫ରେ ପହଞ୍ଚିଛି। ଏଥି ସହିତ ଗଞ୍ଜାମ ଜିଲ୍ଲାରୁ ନୂଆ ୧୭ ଆକ୍ରାନ୍ତ ଚିହ୍ନଟ ହୋବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି।  ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୨ ଆକ୍ଟିଭ କେସ୍‌ ରହିଥିବା ବେଳେ ୬୧ଜଣ ସୁସ୍ଥ ହୋଇସାରିଛନ୍ତି । କରୋନାରେ ଦୁଇଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

   ସମ୍ବନ୍ଧିତ ଖବର


ପୁରୁଣା ମାନଚିତ୍ର ସେୟାର କରି ଦଶହରାର ଶୁଭେଚ୍ଛା ଜଣାଇଲେ ପିଏମ୍‌ ଓଲି, ନେପାଳବାସୀ କହିଲେ..

ସିଂହଦ୍ୱାରରେ ହେବନି ବଡ଼ବଡୁଆ ଡାକ

ଯାତ୍ରା କଳାକାରଙ୍କ ରୋଜଗାରର ଭିନ୍ନ ଉପାୟ

୬୫ ବର୍ଷ ବୟସରେ ଦ୍ବିତୀୟ ବିବାହ କରିବେ ଜଣାଶୁଣା ଓକିଲ ହରିଶ ସାଲଭେ, କାହାକୁ ବାହା ହେବେ ଜାଣନ୍ତୁ

ଫାଣ୍ଡି ଅଧିକାରୀଙ୍କ ଗୁଣ୍ଡାଗିରି ଅଭିଯୋଗ -ବାବୁ କହିଥିଲେ ୨ ବାଡ଼ି ଦେ,ଅବସ୍ଥା ସଙ୍ଗିନ କଲେ କନେଷ୍ଟବଳ

ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଜିନପିଙ୍ଗ୍‌ ସେନା, ୧୦୦ ଯବାନ ଆକାଶରେ କଲେ ସମାରାଭ୍ୟାସ