ପ୍ରମୁଖ ଖବର
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ଯାତ୍ରୀବାହୀ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା : ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

ଦେବଗଡ ୧୦।୧: ବସ୍-ଟ୍ରକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଦେବଗଡ ଜିଲ୍ଲା ବାରକୋଟ ଥାନା ଅନ୍ତର୍ଗତ ୨୩ ନଂ ଜାତୀୟ ରାଜପଥ ଖୁଲୁଣ୍ଡିପାଣି ନିକଟରେ ଏହି ଦୁର୍ଘଟଣା ଘଟିଛି ।

{"id":78189,"width":743,"height":990,"sizeSlug":"large"}

ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ସ୍ଥାନୀୟ ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଛନ୍ତି ।

{"id":78191,"width":748,"height":997,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଉରକେଲାରୁ ଅନୁଗୋଳ ଯାଉଥିଲା ‘ଶାରଳା’ ନାମକ ଯାତ୍ରୀବାହୀ ବସ୍ । ସାମ୍ନା ପଟୁ ଆସୁଥିବା ଟ୍ରକ୍ ସହ ବସ୍‌ଟି ମୁହାଁମୁହିଁ ଧକ୍କା ହୋଇଥିଲା । ଏଥିରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

{"id":78192,"width":751,"height":1001,"sizeSlug":"large"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.