PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ତଳେ ଚାପି ହୋଇଚାଲିଗଲା ଡ୍ରାଇଭରଙ୍କ ଜୀବନ
  • ||
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

ଓଲଟି ପଡିଲା ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ର ଶୋଭା ବଢାଉଥିବା ୩୦ ଫୁଟର ଡାଇନୋସର୍, ଖର୍ଚ୍ଚ ହୋଇଥିଲା ୨ କୋଟି

ନୁଆଦିଲ୍ଲୀ ୯/୯: ଗୁଜରାତର ନର୍ମଦା ଜିଲ୍ଲାରେ ବିଶ୍ୱର ସବୁଠାରୁ ଉଚ୍ଚତମ ପ୍ରତିମୂର୍ତ୍ତି ‘ଷ୍ଟାଚ୍ଯୁ ଅଫ ୟୁନିଟି’ ଅବସ୍ଥିତ । ଏହି ଷ୍ଟାଚ୍ଯୁ ପାଖରେ ଏକ ବଡ ଡାଇନୋସର ଆକୃତି ମଧ୍ଯ ଥିଲା । ଏହି ମୂର୍ତ୍ତି ପ୍ରାୟ ୧ ମାସ ଧରି ନିର୍ମାଣ କରାଯାଇଥିଲା ଏବଂ ୨ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା । ପ୍ରାୟ ୩୦ ଫୁଟ ଉଚ୍ଚର ଏହି ମୂର୍ତ୍ତିଟି ଗତକାଲି(୮ ସେପ୍ଟେମ୍ବର) ଭୁଷୁଡି ପଡିଛି ।

 ସାଧୁ ପାହାଡ ଉପରେ ଠିଆ ହୋଇଥିବା ସର୍ଦ୍ଦାର ପଟେଲଙ୍କ ପ୍ରତିମୂର୍ତ୍ତି ସହିତ ଗୁଜରାତ ସରକାର ଅନ୍ଯ କିଛି ଆକର୍ଷଣୀୟ ଜିନିଷ ମଧ୍ଯ ନିର୍ମାଣ କରିଥିଲେ । ଏହି ଡାଇନୋସର ଏହାର ଏକ ଅଂଶ ଥିଲା । ତେବେ ସୌଭାଗ୍ଯ ବଶତଃ ଏହି ମୂର୍ତ୍ତି ଭାଙ୍ଗି ପଡିବାବେଳେ ସେଠାରେ କେହି ନଥିଲେ ଏବଂ କାହାର କିଛି କ୍ଷତି ହୋଇନି । କହିରଖୁଛୁ ସରକାର ଏଠାରେ ଏକ ମ୍ଯୁଜିୟମ୍ ମଧ୍ଯ ନିର୍ମାଣ କରିଛନ୍ତି । ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଏସବୁ ନିର୍ମାଣ କରାଯାଇଛି । ତେବେ ମୂର୍ତ୍ତିଟି ଭାଙ୍ଗିବା ପରେ ଏହାର ନିର୍ମାଣକୁ ନେଇ ଅନେକ ପ୍ରଶ୍ନ ଉଠୁଛି ।