PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଅପରାହ୍ଣ ୧ଟା ସୁଦ୍ଧା ରାଜ୍ୟରେ ୩୩% ଭୋଟ୍ ଦାନ

ଭୁବନେଶ୍ୱର ୧୮।୪: ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଅପରାହ୍ଣ ୧ଟା ସୁଦ୍ଧା ୩୩% ଭୋଟ୍‌ ଦାନ ହୋଇଥିବା କଥା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।

ପୂର୍ବାହ୍ନ ୧୧ଟା ସୁଦ୍ଧା ହାରାହାରି ୧୮% ଭୋଟ୍‌ ଦାନ ହୋଇଥିବା କଥା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଥିଲା। ସେତେବେଳେ କନ୍ଧମାଳରେ ୧୬%, ବରଗଡ଼ରେ ୨୦%, ଆସିକାରେ ୨୦%, ସୁନ୍ଦରଗଡ଼ରେ ୧୮% ଏବଂ ବଲାଙ୍ଗୀର ସଂସଦୀୟ ଅଞ୍ଚଳରେ ୧୫% ଭୋଟ୍‌ ହୋଇଥିଲା।

ସକାଳ ୯ଟା ସୁଦ୍ଧା ହାରାହାରି ୬. ୫% ଭୋଟ୍‌ ଦାନ ହୋଇଥିବା କଥା ରାଜ୍ୟ ନିର୍ବାଚନ ଅଧିକାରୀ ପୂର୍ବରୁ ସୂଚନା ଦେଇଥିଲେ।

ଆଜି ସକାଳ ୭ଟାରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟର ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ଏଥିରେ ୨୭୯ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

୩୫ଟି ବିଧାନସଭା ଆସନ ପାଇଁ ୨୪୪ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ସମୁଦାୟ ୯୧୧୭ଟି ବୁଥ୍‌ ପ୍ରସ୍ତୁତ କରାଯାଇଛି। ସମୁଦାୟ ୭୬ ଲକ୍ଷ ୯୩ ହଜାର ୧୨୩ ଜଣ ଭୋଟର୍‌ ମତଦାନ କରିବେ ବୋଲି ଆଶା କରାଯାଉଛି। ଏମାନଙ୍କ ମଧ୍ୟରେ ଅଛନ୍ତି ୭ ଲକ୍ଷ ୯୯ ହଜାର ୯୯୯ ଜଣ ନୂତନ ଭୋଟର୍‌।