ଆତଙ୍କୀ ଆକ୍ରମଣରେ ୪ ସାଧାରଣ ନାଗରିକ ଆହତ

ନୂଆଦିଲ୍ଲୀ ୮/୯: ଜମ୍ମୁ-କାଶ୍ମୀରର ସୋପୋରଠାରେ ଆତଙ୍କବାଦୀମାନେ ପୁଣିଥରେ ସାଧାରଣ ଲୋକଙ୍କୁ ଟାର୍ଗେଟ କରିଛନ୍ତି । ଆତଙ୍କବାଦୀଙ୍କ ଗୁଳିରେ ୪ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରେ ଅଢ଼େଇ ବର୍ଷ ବୟସର ଜଣେ ଶିଶୁକନ୍ୟା ରହିଛି ।

ସମସ୍ତ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଶିଶୁଟିର ଅବସ୍ଥା ବେଶ୍‌ ଗୁରୁତର ରହିଥିବା ଜଣାପଡ଼ିଛି । ଆହତମାନଙ୍କୁ ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତରିତ କରିବାକୁ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ନିର୍ଦ୍ଦେଶ ଦେଇଛନ୍ତି ।

   ସମ୍ବନ୍ଧିତ ଖବର


ଅହମଦାବାଦରେ ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯିବ ପିଙ୍କ୍‌ ବଲ ଟେଷ୍ଟ ମ୍ୟାଚ୍, ସୂଚନା ଦେଲେ ସୌରଭ

କାମାନ୍ଧ ଯୁବକଙ୍କ ଅଜବ ଯୌନ ଲାଳସା; ମହିଳାଙ୍କ ଅନ୍ତବସ୍ତ୍ର ଚୋରାଇବା ପାଇଁ ଭାଙ୍ଗୁଥିଲେ କଠିନ ଲକଡାଉନ କଟକଣା, ଘରୁ ମିଳିଲା ୧୦୦ ବ୍ରା ଓ ୪୧ ହଳ ପ୍ୟାଣ୍ଟି…

7th pay commission: କେନ୍ଦ୍ରୀୟ କର୍ମଚାରୀଙ୍କୁ ଦିପାବଳୀ ଉପହାର ଦେବେ ସରକାର, ଜାଣନ୍ତୁ କ’ଣ ନୂଆ ନିଷ୍ପତ୍ତି…

IPL ୨୦୨୦: ପ୍ରଥମ ଖେଳାଳି ଭାବେ ଇତିହାସ ରଚିଲେ ଶିଖର ଧାଓ୍ବନ, ନିଜ ନାମରେ କଲେ ଏହି ଖାସ୍‌ ରେକର୍ଡ

ଟିଆରପି ସ୍କାମର ତଦନ୍ତ କରିବ CBI, ଯୋଗୀ ସରକାରଙ୍କ ସୁପାରିସ ପରେ ତଦନ୍ତ ଆରମ୍ଭ …

ପୂର୍ବରୁ କରୋନା ବିଷୟରେ ଦେଇଥିଲେ ଭବିଷ୍ୟବାଣୀ, କହିଲେ ଆଉ ଏତେ ଦିନ ରହିବ