PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

୪୦ ଗ୍ରାମର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ଜଟଣୀ, ୨୫|୧୨:  ଭୁବନେଶ୍ୱର ଓ ଏହାର ଉପକଣ୍ଠ ଅଞ୍ଚଳରେ ବ୍ରାଉନସୁଗାର କାରବାର ବଢିବାରେ ଲାଗିଛି। ଗତ କିଛିଦିନ ତଳେ ରାଜଧାନୀର ବିଭିନ୍ନ ସ୍ଥାନରେ ଚଢାଉ କରି ଧଳ ଜହର ଜବତ କରାଯାଇଥିଲା। ଆଜି ଜଟଣୀ ଅଞ୍ଚଳରୁ ବ୍ରାଉନ ସୁଗାର ଜବତ ହୋଇଛି।

ଆଜି କମିଶନରେଟ୍ ପୋଲିସ ବ୍ରାଉନ ସୁଗାର କାରବାର ବାବଦରେକୌଣସି ସୂତ୍ରରୁ ଖବର ପାଇ ଜଟଣୀ ଅଞ୍ଚଳରେ ଚଢାଉ କରିଥିବା। ଏହି ଚଢାଉ ବେଳେ ୪୦ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଛି। ଏହି ଘଟଣାରେ ପୋଲିସ ରମ୍ଭାର ବଳରାମ ସାହୁଙ୍କୁ ଗିରଫ କରିଛି।ତାଙ୍କ ପାଖରୁ ନଗଦ ୧ ଲକ୍ଷ ୧୦ ହଜାର ଟଙ୍କା ଜବତ କରାଯାଇଛି।

ଜବତ ବ୍ରାଉନ ସୁଗାରର ମୂଲ୍ୟ ୪ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ବଳରାମ ବାଲେଶ୍ୱରରୁ ବ୍ରାଉନ ସୁଗାର ଆଣି ଏଠାରେ କାରବାର କରୁଥିବା ପୋଲିସ କହିଛି।