PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ ଜିଲ୍ଲାରେ ୧୯ ତାରିଖରୁ ବନ୍ଦ ରହିବ ସବୁ ଅଙ୍ଗନବାଡ଼ି କେନ୍ଦ୍ର, ଟ୍ୱିଟ୍‌ କରି ସୂଚନା ଦେଲେ ଜିଲ୍ଲାପାଳ ଜ୍ଞାନ ଦାସ
  • ||
  • କୁମ୍ଭମେଳା ଫେରନ୍ତାଙ୍କ ପାଇଁ ଗାଇଡ୍ ଲାଇନ୍ ଜାରି କଲେ ଏସ୍ଆରସି- କ୍ୱାରେଣ୍ଟାଇନରେ ରହିବେ କୁମ୍ଭମେଳା ଶ୍ରଦ୍ଧାଳୁ
  • ||
  • ଏସ୍‌ସିବିରୁ ହାଇଦର ଫେରାର ଘଟଣାରେ ୩ଅଭିଯୁକ୍ତ ଗିରଫ , ୨ ଜଣ ଯୁବକ ଓ ଜଣେ ଯୁବତୀ ଗିରଫ
  • ||
  • ୨୦ ଜିଲ୍ଲାର ସହରରେ ଆଜି ୯ଟାରୁ ଆରମ୍ଭ ହେଲା ନାଇଟ୍ କର୍ଫ୍ୟୁ, ସବୁ ସହରରେ ପୁଲିସର କଡ଼ାକଡ଼ି ଯାଞ୍ଚ
  • ||
  • କୋଭିଡ୍ ସ୍ଥିତିର ସମୀକ୍ଷା କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ବୈଠକରେ ବରିଷ୍ଠ ଅଧିକାରୀ ଉପସ୍ଥିତ
  • ||
  • ବିଷ ପିଇଥିବା ମହିଳାଙ୍କର ଭଦ୍ରକରୁ କଟକ ଯିବା ବାଟରେ ଭଣ୍ଡାରିପୋଖରୀ ନିକଟରେ ମୃତ୍ୟୁ
  • ||
  • ଆଜି ଭୁବନେଶ୍ୱରରୁ ୪୫୧ କରୋନା ପଜିଟିଭ୍ ଆକ୍ରାନ୍ତ, କ୍ୱାରେନଣ୍ଟାଇନ୍ କଣ୍ଟାକ୍ଟରୁ ୯୧, ଲୋକାଲ୍ କଣ୍ଟାକ୍ଟ ୩୬୦ ଚିହ୍ନଟ
  • ||
  • ବ୍ୟାରେଜ୍‌ ନିର୍ମାଣ ନେଇ ଆନ୍ଧ୍ରକୁ ସହଯୋଗ କରାଯାଉ – ନବୀନଙ୍କୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଚିଠି
  • ||
  • କୋଭିଡ୍‌ ପରିସ୍ଥିତି ନେଇ ପ୍ରଧାନମନ୍ତ୍ରୀ କରିବେ ସମୀକ୍ଷା , ରାତି ୮ଟାରେ ବୈଠକ ଡାକିଲେ ମୋଦି , ଟିକାକରଣ ନେଇ ମଧ୍ୟ କରିପାରନ୍ତି ସମୀକ୍ଷା , ମନ୍ତ୍ରାଳୟର ବରିଷ୍ଠ ଅଧିକାରୀମାନେ ରହିବେ ଉପସ୍ଥିତ
  • ||
  • ଆସିକାରୁ ପୋଲସରା ଯାଉଥିବା ମିନି ବସ୍ କବିସୂର୍ଯ୍ୟନଗର ଥାନା ନିକଟରେ ଓଲଟି ପ୍ରାୟ ୧୦ ଗୁରୁତର
  • ||
  • ପୁଲିସ୍‌ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶିଙ୍କ ପ୍ରେସ୍‌ମିଟ୍ – ଆଜି ରାତି ୯ଟାରୁ ଟ୍ୱିନ୍‌ ସିଟିରେ ନାଇଟ୍‌ କର୍ଫ୍ୟୁ ଲାଗୁ କରାଯିବ , କଟକଣା ପାଳନ କରିବାକୁ ଲୋକଙ୍କ କଲେ ନିବେଦନ
  • ||
  • ଦେଶରେ କୋଭିଡ୍‌ ଟିକାର ଅଭାବ ନାହିଁ – ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ
  • ||
  • ବଲାଙ୍ଗୀର: ଏମିତି ବି ଆସେ ମୃତ୍ୟୁ, ଚା’ ପିଉଥିଲା ବେଳେ ହଠାତ ଟଳି ପଡିଲେ ଯୁବକ
  • ||
  • ନନ୍ଦପୁର: ଗାଁ ବନ୍ଧରେ ବୁଡ଼ି କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ଶାଶୁଙ୍କ ଦେହାନ୍ତ
  • ||
  • ପାରଦୀପ: ପାରଦୀପ ମାଛଧରା ବନ୍ଦରରୁ ମାଛ ଧରା ଡଙ୍ଗା ଚୋରି, ଡଙ୍ଗା ଥିଲା ୧୦ ଲକ୍ଷ ଟଙ୍କା
  • ||
  • କଟକ: ନୂଆପାଟଣା ବାଲିଘାଟକୁ ନେଇ ଏନଜିଟିଙ୍କ କଡା ଆଦେଶ, ଯେଉଁ ଏସ୍କାଭେଟରରେ ବାଲି ଖନନ ହୋଇଥିଲା ସେ ସବୁ ମେସିନକୁ ଜବତ କର
  • ||
  • କଟକ: ରେଭେନ୍ସାରେ ପୁଣି ଧାରଣା ଦେଲେ ଛାତ୍ରଛାତ୍ରୀ, ହଷ୍ଟେଲ ବନ୍ଦ ନିଷ୍ପତ୍ତିକୁ ବିରୋଧ
  • ||
  • ରାୟଗଡା: ଗୁମା ଘାଟିରେ ଅଘଟଣ, ମହୁମାଛି ଆକ୍ରମଣରେ ୪ଜଣ ଆହତ
  • ||
  • ଭୁବନେଶ୍ୱର: ବେପାରୀଙ୍କ ଠାରୁ ୧୫ କିଲୋ ଓଜନର ବଜ୍ରକାପ୍ତା ଉଦ୍ଧାର କଲା ଏସଟିଏଫ୍
  • ||
  • ସୁନ୍ଦରଗଡ଼: ଝାଡ଼ଖଣ୍ଡରୁ ଝିରପାଣି ଦେଇ ଯାଇଥିବା ରାଉରକେଲା ପ୍ରବେଶ ପଥକୁ ସିଲ କଲା ପ୍ରଶାସନ
  • ||

ଜେଲ ଭାଙ୍ଗି ୪୦୦ କଏଦୀ ଫେରାର, ଗୁଳିକାଣ୍ଡରେ ଜେଲ ନିର୍ଦେଶକଙ୍କ ସହିତ ୨୫ ଜଣଙ୍କ ମୃତ୍ୟୁ

https://www.tv9hindi.com/

ପୋର୍ଟ ଆଉ ପ୍ରିନ୍ସ,୨୭।୨: ହାଇତିର ଏକ ଜେଲରୁ ୪୦୦ ରୁ ଅଧିକ କଏଦୀ ଫେରାର ହୋଇଯାଇଛନ୍ତି। ଏହି ସମୟରେ ହୋଇଥିବା ଗୁଳିକାଣ୍ଡରେ ଜେଲ  ନିର୍ଦେଶକଙ୍କ ସହିତ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ହେତି ସରକାର ସୂଚନା ଦେଇ କହିଛନ୍ତି, ଗୁରୁବାର ରାଜଧାନୀ  ପୋର୍ଟ ଅଫ୍ ପ୍ରିନ୍ସର ଉତ୍ତର ପୂର୍ବରେ ଥିବା କ୍ରୁଆ ଦି ବିକେ ସିଭିଲ୍ ସର୍ଭିସ ଜେଲରେ ଏଭଳି ଘଟଣା ଘଟିଛି। ଫେରାର କଏଦୀଙ୍କ ଭିତରୁ ୬୦ ଜଣଙ୍କୁ ଗିରଫ କରାଯାଇଛି ଓ ଅନ୍ୟମାନଙ୍କର ସନ୍ଧାନ ଜାରି ରହିଛି।

ଘଟଣା ସମୟରେ ଜେଲ୍ ଭିତରେ ୧୫୪୨ କଏଦୀ ଥିଲେ। ଏହି ଜେଲର ନିର୍ମାଣ ୨୦୧୨ରେ କାନାଡା କରିଥିଲା। ୨୦୧୪ରେ ଏହି ଜେଲରେ ୩୦୦ରୁ ଅଧିକ କଏଦୀ ଫେରାର ହୋଇଯାଇଥିଲେ। କୁହାଯାଉଛି ଯେ, ଜେଲରେ ଥିବା ଅପରାଧୀ ଅର୍ନେଳ ଜୋସେଫକୁ ମୁକ୍ତ କରିବା ପାଇଁ ତା’ ଗ୍ୟାଙ୍ଗର ଲୋକ ଏହି ଘଟଣା ଘଟାଇଥିଲେ। ଦୁଷ୍କର୍ମ, ଅପହରଣ ଓ ହତ୍ୟା ଅଭିଯୋଗରେ ୨୦୧୯ରେ ଜୋସେଫକୁ ଗିରଫ କରାଯାଇଥିଲା।