କରୋନା – ଆଜି ସୁସ୍ଥ ହେଲେ ୪୩୮୮

ଭୁବନେଶ୍ବର : ରାଜ୍ୟରେ ଏବେବି ଥମିନି କରୋନା । ଟେଷ୍ଟ ସଂଖ୍ୟାରେ ବୃଦ୍ଧି ଘଟିଛି । ସେହି ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ହେଲେ ଗୋଟେ ଭଲ କଥା ଯେ,  କରୋନା ଆକ୍ରାନ୍ତ ଚିହ୍ନଟ ତୁଳନାରେ ସୁସ୍ଥ ହାର ଅଧିକ ରହୁଛି।

ରାଜ୍ୟରେ ଆଉ ୪୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୬୫,୪୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

   ସମ୍ବନ୍ଧିତ ଖବର


ବିଶ୍ୱ ସ୍ତରରେ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ରିଙ୍କୁ, ଯୋଗାସନରେ କଲେ ନୂଆ ରେକର୍ଡ

ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ପଥରରେ ପିଟି ହୋଇ ବାଇକ ଆରୋହୀ ମୃତ…

ଅନୁଗୁଳରେ ନିରାଡ଼ମ୍ବରରେ ଚାଲିଛି ମାଆଙ୍କର ମହାସପ୍ତମୀ ପୂଜା, କୋଭିଡ କଟକଣା ଭିତରେ 7 ଜଣଙ୍କୁ ନେଇ ହେଉଛି ପୂଜାବିଧି …

ଭଗାମୁଣ୍ଡାରେ କଣ୍ଟେନର ସହ ଟ୍ରକ ମୁହାଁ-ମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ବନ୍ଧୁକ ମୁନରେ ବିଲ୍‌ଡର୍‌ଙ୍କୁ ୨୦ ଲକ୍ଷ ବଟି ଧମକ: ୨ ଅଭିଯୁକ୍ତ ଗିରଫ, ଦୁଇ ମାଉଜର ଓ ଗାଡ଼ି ଜବତ

ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ କରୋନା