PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ପଦ୍ମପୁର ପୁଲିସକୁ ବଡ ସଫଳତା – ୬୦ କେଜି ଗଞ୍ଜେଇ ସହ ୫ ଗିରଫ, ଦୁଇଟି କାର୍ ଜବତ

ଗୁଣପୁର/ପଦ୍ମପୁର : ରାୟଗଡା ଜିଲ୍ଲାର ପଦ୍ମପୁର ପୁଲିସକୁ ମିଳିଛି ବଡ଼ ସଫଳତା । ୬୦ କେଜି ଗଞ୍ଜେଇ ଜବତ କରିବା ସହ ୫ଜଣକୁ ଗିରଫ କରିଛି ପୁଲିସ । ମିଳିଥିବା ସୂଚନା ଆଧାରରେ ,ପାଟ୍ରୋଲିଂ କରୁଥିବା ସମୟରେ ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଫାଣ୍ଡି ନିକଟରେ ଦୁଇଟି କାରକୁ ସନ୍ଦେହ କରି ପୁଲିସ୍‌ ଅଟକିଥିଲା। ତନଖି କରିବା ବେଳେ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଜଣା ପଡିଥିଲା।

ଅଭିଯୁକ୍ତ ମାନେ କେନ୍ଦୁଗୁଡ଼ାରୁ ଉତ୍ତରପ୍ରଦେଶକୁ ଗଂଜେଇ ନେଉଥିବା ସ୍ୱୀକାର କରିଥିବା ବେଳେ, ଏହି ଦୁଇଟି କାରରେ ବସିଥିବା ଉତ୍ତର ପ୍ରଦେଶ ଅଞ୍ଚଳର ରାହୁଲ କୁମାର, ଶ୍ରୀ କୁମାର ଶର୍ମା, ଅମିତ କୁମାର, ଆଦିତ୍ୟ କୁମାର, ରାହୁଲ କୁମାରଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନଙ୍କ ନିକଟରୁ ୯୧ ହଜାର ୮୫ ଟଙ୍କା ଜବତ ହୋଇଛି।  ଜବତ ଗଞ୍ଜେଇର ପରିମାଣ ୬୦ କେଜି ହୋଇଥିବା ବେଳେ , ଏହାର ଆନୁମାନିକ ମୂଲ୍ୟ ୬ଲକ୍ଷ ଟଙ୍କା ହେବ ।

ସମସ୍ତ ଅଭିଯୁକ୍ତ ମାନଙ୍କୁ ଆଜି କୋର୍ଟ ଚାଲାଣ କରାଯିବ ବୋଲି ପଦ୍ମପୁର ଥାନା ଅଧିକାରୀ ବିଶ୍ୱରଞ୍ଜନ ଦାଶ ସୂଚନା ଦେଇଛନ୍ତି ।