ସୁନ୍ଦରଗଡରେ ୫ ପଜିଟିଭ୍ ଚିହ୍ନଟ

coronavirus-agencies

ଭୁବନେଶ୍ୱର ୨୨/୫: ସୁନ୍ଦରଗଡରେ ଆଉ ନୂଆ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସୁନ୍ଦରଗଡ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏହା ପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୫ ଛୁଇଁଛି । କହିରଖୁଛୁ କେବଳ ଆଜି (ଶୁକ୍ରବାର) ୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

   ସମ୍ବନ୍ଧିତ ଖବର


ଏହି ଦେଶର ପ୍ରଧାନମନ୍ତ୍ରୀ ଓ ସମ୍ପୂର୍ଣ୍ଣ ପରିବାର ସଦସ୍ୟ କରୋନା ପଜିଟିଭ

ସେକ୍ସ ୱାର୍କରଙ୍କୁ ମିଳିଲା ସୁଯୋଗ …କିନ୍ତୁ ସାମାଜିକ ଦୂରତା ଅନିବାର୍ଯ୍ୟ ..ଜାଣନ୍ତୁ କଣ ରହିଛି ଗାଇଡ୍‌ ଲାଇନ୍

ଫୋନରୁ ଖୋଜି ଖୋଜି ସବୁ ଚାଇନିଜ୍ ଆପ୍ସକୁ ଡିଲିଟ୍ କରିବ ଏହି ଭାରତୀୟ ଆପ୍: ଖାଲି ଥରେ ଡାଉନଲୋଡ୍ କରନ୍ତୁ ବାସ୍, ସେତିକି…

ଭଦ୍ରକ ଜିଲ୍ଲାରେ ଘରୋଇ ବସ୍‌ ଚଳାଚଳ ବନ୍ଦ- ଦାବିରେ ଅଟଳ ଘରୋଇ ବସ ଓ ଟ୍ରକ କର୍ମଚାରୀ ସଂଘ

ଜୁନ୍ ମାସରେ ଏତେ ଦିନ ବନ୍ଦ ରହିବ ବ୍ୟାଙ୍କ, ଦେଖନ୍ତୁ ତାଲିକା

ପାଟପୁର ଥାନା ସମ୍ମୁଖରେ ଘରୁ ଦୌଡି ଆସି ବାଇକ୍‌ରେ ବସି ଯୁବତୀ ଚମ୍ପଟ- ଗୋଡାଇଲେ ପରିବାର ଲୋକ, ଦୃଶ୍ୟ ସୋସିଆଲ୍‌ ମିଡିଆରେ ଭାଇରାଲ୍‌