PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକଟିଦେଉଳ- ହାତୀ ଘଉଡାଇବାକୁ ଯାଇଥିବା ବନ ଓ୍ବାଚରଙ୍କୁ ମାଡ ମାରିଥିବା ଅଭିଯୋଗରେ ୩ କୋର୍ଟ ଚାଲାଣ
  • ||
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||

ସ୍ୱତନ୍ତ୍ର ହସ୍ତତନ୍ତ ମେଳାରେ ୩ ଦିନରେ ୫ ଲକ୍ଷ ବିକ୍ରି

ଭୁବନେଶ୍ୱର ୩୦/୦୮:  ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ‘ବୟନିକା’ ପକ୍ଷରୁ ଅଗଷ୍ଟ ୨୭ ତାରିଖଠାରୁ ସ୍ଥାନୀୟ ୟୁନିଟ୍‌-୩ ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଆରମ୍ଭ ହୋଇଛି । ଏହି ସ୍ୱତନ୍ତ୍ର ହସ୍ତତନ୍ତ ମେଳାରେ ସମଗ୍ର ଓଡ଼ିଶାରୁ ‘ବୟନିକା’, ‘ସେରିଫେଡ଼୍‌’, ‘ସମ୍ବଲପୁରୀ ବସ୍ତ୍ରାଳୟ’, ‘ଉତ୍କଳିକା’ ୩୨ଟି ପ୍ରାଥମିକ ବୁଣାକାର ସମବାୟ ସମିତି, ୩ଟି ସ୍ୱୟଂ ସହାୟକ ଗୋଷ୍ଠୀ ଓ ଗୋଟିଏ ଜାତୀୟ ପୁରସ୍କାର ବିଜେତା ଷ୍ଟଲ ରହିଛି । ଏହି ଷ୍ଟଲ୍‌ଗୁଡ଼ିକରେ ବୋମ୍‌କାଇ ଓ ଇକତ ସିଲକ୍‌ ଶାଢ଼ି, ସୂତା ଶାଢ଼ି, ଡ୍ରେସ୍‌ କପଡ଼ା (ଉଭୟ ସିଲକ୍‌ ଓ ସୂତା), ଟସର, ଘିଚା ଶାଢ଼ି, ବିଭିନ୍ନ ପ୍ରକାର ସ୍କାର୍ଫ, ଷ୍ଟ୍ରୋଲ୍‌, ଡ୍ରେସ୍‌, ଲୁଙ୍ଗି, ଧୋତି, ରୁମାଲ୍‌ ଓ ପୁରୁଷ ଏବଂ ମହିଳାଙ୍କ ପାଇଁ ଭିନ୍ନ ଭିନ୍ନ ରେଡିମେଡ୍‌ ବସ୍ତ୍ର ଉପଲବ୍ଧ ହେଉଛି ।

 ସର୍ବସାଧାରଣଙ୍କ ନିମନ୍ତେ ଏକ ଫୁଡ୍‌ କୋର୍ଟର ବ୍ୟବସ୍ଥା ରହିଛି । ଗତ ୩ ଦିନରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳାରେ ୫ ଲକ୍ଷ ଟଙ୍କାର ବିକି୍ର ହୋଇଛି । କେବଳ ‘ବୟନିକା’ ଷ୍ଟଲ୍‌ରେ ୨ ଲକ୍ଷ ଟଙ୍କାର ବିକି୍ର ହୋଇଛି ବୋଲି ବୟନିକାର ପରିଚାଳକ, ବାଣିଜ୍ୟ, ଆର୍ତ୍ତରଞ୍ଜନ ମହାପାତ୍ର ପ୍ରକାଶ କରିଛନ୍ତି । ଏହି ସ୍ୱତନ୍ତ୍ର ହସ୍ତତନ୍ତ ମେଳା ସେପେଫମ୍ବର ୧୦ ତାରିଖ ପର୍ଯ୍ୟନ୍ତ ସକାଳ ୧୧ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହୁଛି ।

ସମ୍ବନ୍ଧିତ ଖବର