ଝାରସୁଗୁଡାରେ ୫ ବର୍ଷର ଶିଶୁକୁ କରୋନା

coronavirus-agencies

ଭୁବନେଶ୍ୱର ୨୨/୫: ଝାରସୁଗୁଡାରେ ୫ ବର୍ଷର ଶିଶୁକୁ କରୋନା । ପରିବାର ସହ ଆଗ୍ରାରୁ ଫେରିଥିଲେ ଶିଶୁ । ଏନେଇ ସୂଚନା ଦେଇଛନ୍ତି ଝାରସୁଗୁଡା ଜିଲ୍ଲାପାଳ ସରୋଜ ସାମଲ । ତେବେ ସୂଚନା ଅନୁସାରେ ଏନେଇ କିଛି ଭୟ କରିବାର ନାହିଁ କାରଣ ପରିବାର ଆଗ୍ରାରୁ ଫେରିବା ପରଠୁ ହୋମ୍ କ୍ୱାରଣ୍ଟାଇନରେ ଅଛି । ପରିବାରଟି ମଙ୍ଗଳବଜାରର ବୋଲି ଜଣାପଡିଛି ।

   ସମ୍ବନ୍ଧିତ ଖବର


ଶୁଣନ୍ତୁ ଭାଇରାଲ୍‌ ଅଡିଓ- କରୋନା ଯୋଦ୍ଧା ନର୍ସଙ୍କୁ ବରିଷ୍ଠ ଅଧିକାରୀଙ୍କ ଧମକ, ସସ୍‌ପେଣ୍ଡ ନୁହେଁ ଜେଲ୍‌କୁ ପଠାଇ ଦେବେ!

ନେପାଳ ସରକାରଙ୍କ ପଦକ୍ଷେପକୁ ନାପସନ୍ଦ କଲେ ଓଡିଶାରେ ରହୁଥିବା ନେପାଳୀ- କହିଲେ ଚୀନ୍‌ର ରହିଛି ହାତ

ଏହି ଦେଶର ପ୍ରଧାନମନ୍ତ୍ରୀ ଓ ସମ୍ପୂର୍ଣ୍ଣ ପରିବାର ସଦସ୍ୟ କରୋନା ପଜିଟିଭ

ସେକ୍ସ ୱାର୍କରଙ୍କୁ ମିଳିଲା ସୁଯୋଗ …କିନ୍ତୁ ସାମାଜିକ ଦୂରତା ଅନିବାର୍ଯ୍ୟ ..ଜାଣନ୍ତୁ କଣ ରହିଛି ଗାଇଡ୍‌ ଲାଇନ୍

ଫୋନରୁ ଖୋଜି ଖୋଜି ସବୁ ଚାଇନିଜ୍ ଆପ୍ସକୁ ଡିଲିଟ୍ କରିବ ଏହି ଭାରତୀୟ ଆପ୍: ଖାଲି ଥରେ ଡାଉନଲୋଡ୍ କରନ୍ତୁ ବାସ୍, ସେତିକି…

ଭଦ୍ରକ ଜିଲ୍ଲାରେ ଘରୋଇ ବସ୍‌ ଚଳାଚଳ ବନ୍ଦ- ଦାବିରେ ଅଟଳ ଘରୋଇ ବସ ଓ ଟ୍ରକ କର୍ମଚାରୀ ସଂଘ