PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଆତଙ୍କରାଜ, ବାପାର ଅପରାଧ ସାମ୍ରାଜ୍ୟ ସମ୍ଭାଳିଲା ପୁଅ, ନାବାଳକଙ୍କ ଛୁରୀ ମାଡ଼ରେ ଯୁବକ ଗୁରୁତର
  • ||
  • ଭୁବନେଶ୍ଵର : ଅଗଷ୍ଟ ୯ରୁ ଖୋଲିବ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ, ହଷ୍ଟେଲ ଖୋଲିବାକୁ ଅନୁମତି
  • ||
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଗତକାଲି ବିଳମ୍ବିତ ରାତିରେ ଛୁରାମାଡ, ଜଣେ ଗୁରୁତର, ପୁଲିସ କବ୍ଜାରେ ଅଭିଯୁକ୍ତ ନାବାଳକ
  • ||
  • ଛତ୍ରପୁର : ଆର୍ଜିପଲ୍ଲୀ ଗ୍ରାମରେ ସୈତାନ ସାଜିଲା ସ୍ୱାମୀ, କିରୋସିନ ଢାଳି ସ୍ତ୍ରୀକୁ ନିଆଁ ଲଗାଇଦେଲା ସ୍ୱାମୀ
  • ||
  • ବରଗଡ଼ : ଭିଜିଲାନ୍ସ ଜାଲରେ ବରଗଡ ପଦ୍ମପୁର ସ୍ଥିତ ସହକାରୀ ଚକ୍ଷୁ ଚିକିତ୍ସକ, ଏକକାଳୀନ ଦୁଇଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ବଲାଙ୍ଗୀର : ଦିନିକିଆ ବଲାଙ୍ଗୀର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ 5Tସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • Tokyo Olympics: ଜାଭେଲିନ୍‌ରେ ନୀରଜଙ୍କ ଦମଦାର ପ୍ରଦର୍ଶନ, ୮୬.୬୫ ମି. ଥ୍ରୋ କରି ଫାଇନାଲରେ କଲେ ଏଣ୍ଟ୍ରି
  • ||
  • ଅନୁଗୁଳ : ବ୍ରାହ୍ମଣୀ ନଦୀରେ ବଢୁଛି ଜଳସ୍ତର, ରେଙ୍ଗାଳି ଡ୍ୟାମରୁ ଛଡାଯିବ ପ୍ରଥମ ବନ୍ୟାଜଳ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କୋଭିଡ ପଜିଟିଭ୍
  • ||
  • ଭୁବନେଶ୍ଵର : ‘ପିଏମ୍‌ ଆବାସ’ରେ ପୁଳାପୁଳା ଦୁର୍ନୀତି, ସଂସଦରେ ମନ୍ତ୍ରୀଙ୍କ ଉତ୍ତର-ଓଡ଼ିଶାରେ ୮୫% ଅଯୋଗ୍ୟ ହିତାଧିକାରୀ
  • ||
  • ରାମପୁର : କଳାହାଣ୍ଡି ଜିଲ୍ଳା ଅନ୍ତର୍ଗମ ମ.ରାମପୁର ଥାନା ପାଜିବାହାଲି ଛକ ନିକଟରୁ ନିଖୋଜ ୨ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା : କୋଭିଡ୍ କଟକଣା ମଧ୍ୟରେ ଖୋଲିଲା ତୁଳସୀକ୍ଷେତ୍ର, ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ କାଳୁପାତ୍ର ସାହିରେ ବେଆଇନ୍ ଗୁଟଖା ୟୁନିଟ୍ ଉପରେ ଚଢାଉ, ୨ ଗିରଫ
  • ||

ସେମିଳିଗୁଡ଼ା ପୋଲିସକୁ ବଡ଼ ସଫଳତା, ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ସେମିଳିଗୁଡ଼ା, ୩୧/ ୧୦: ପୁଣିଥରେ ରାଜ୍ୟରେ ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣର ପର୍ଦ୍ଦାଫାସ୍‌। କୋରାପୁଟ ଜିଲ୍ଲା ସେମିଳିଗୁଡ଼ା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ କମାଣ୍ଡର ଗାଡିରୁ ପୋଲିସ ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି । ଏନେଇ ସେମିଳିଗୁଡା ଥାନା ଆଇଆଇସି ଧିରେନ କୁମାର ବେହେରା ସୂଚନା ଦେଇଛନ୍ତି ।

ଆଇଆଇସିଙ୍କ ସୂଚନାନୁସାରେ, ନଦନ୍ଦପୁରରୁ ଏକ କମାଣ୍ଡର ସେମିଳିଗୁଡା ଅଭିମୁଖେ ଆସୁଥିଲା । ବୋଡେଙ୍ଗା ଛକଠାରେ ପୋଲିସକୁ ଦେଖି ଗାଡିଟି ଦ୍ରୁତ ଗତିରେ ପଳାଇଥିଲା । ପୋଲିସ ଏହାକୁ ପିଛା କରି ଧରିଥିଲା । ତେବେ ଗାଡିକୁ ରାସ୍ତାରେ ରଖି ଡ୍ରାଇଭରଜଣଙ୍କ ଫେରାର ହୋଇଯାଇଥିଲେ । ପୋଲିସ ଗାଡିରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଥିଲା

ଏହି ଘଟଣାରେ ସେମିଳିଗୁଡା ପୋଲିସ ଏକ ମାମଲା ରୁଜୁ କରି କମାଣ୍ଡରକୁ ଜବତ କରିଛି । ଏହି ଘଟଣାରେ ଆଉ କେହି ସଂପୃକ୍ତ ଅଚନ୍ତି ତାହାର ମଧ୍ୟ ତଦନ୍ତ ଆରମ୍ଭ ହୋଇଛି ।