କଟକରେ ୫୩ ଆକ୍ରାନ୍ତ ଚିହ୍ନଟ

କଟକ ୧୦/୮: କଟକ ଜିଲ୍ଲାରୁ ଆଜି ୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୩ ଜଣ କଟକ ସହରର ହୋଇଥିବା ଜଣାପଡ଼ିଛି । ୫୩ ଜଣଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ କେନ୍ଦ୍ରରୁ ୪୩ ଓ ସ୍ଥାନୀୟ ଅଞ୍ଚଳରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମାଲଗୋଦାମ ଜାଲୁଆସାହିରୁ ୧୯ ଆକ୍ରାନ୍ତ ଚିହ୍ନଟ । ସାମନ୍ତସାହିରୁ ୭ ଆକ୍ରାନ୍ତ ଚିହ୍ନଟ । ଚୌଧୁରୀ ବଜାରରୁ ୬ ଆକ୍ରାନ୍ତ ଚିହ୍ନଟ । କଟକ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୧କୁ ବୃଦ୍ଧି ହୋଇଛି ।

   ସମ୍ବନ୍ଧିତ ଖବର


ରାଜ୍ୟରେ କୋଭିଡ ଟିକା ସଂରକ୍ଷଣ ପାଇଁ ଭିତ୍ତିଭୂମି ସମସ୍ୟା: ୫୦ ହଜାର ଟିକା ସଂରକ୍ଷଣ ପାଇଁ ସମ୍‌ରେ ପ୍ରସ୍ତୁତି

କଟକ IIFL ଶାଖାରୁ ଲୁଟ୍ ଘଟଣା : ଜଣେ ମହିଳାଙ୍କ ସମେତ ୪ କର୍ମଚାରୀଙ୍କୁ ଅଟକ ରଖି ପଚରାଉଚରା

କରୋନା କାଳରେ କେତେଥର କୋଭିଡ ଟେଷ୍ଟ କରିଛନ୍ତି ବିସିସିଆଇ ଅଧ୍ୟକ୍ଷ? ନିଜେ କଲେ ଖୁଲାସା

କରୋନା ସହ ସତର୍କ ରହିବାକୁ ମୋଦି ଦେଲେ ପରାମର୍ଶ, ଏମିତି ଢଙ୍ଗରେ କହିଲେ ଅଜୟ ଦେବଗନ୍‌ଙ୍କ ଦିଲଓ୍ବାଲେ ଫିଲ୍ମର ଡାଇଲଗ୍‌…

ପ୍ରଥମ ପର୍ଯ୍ୟାୟରେ ୨୫ ହଜାର କରୋନା ଯୋଦ୍ଧାଙ୍କୁ ଦିଆଯିବ କରୋନା ଟିକା, ସରକାରଙ୍କ ଘୋଷଣା

କଟକ IIFL‌ ଡକାୟତି ଘଟଣାର ପର୍ଦ୍ଦାଫାଶ : ୨୦ କୋଟିର ଲୁଟେରାଙ୍କୁ ବାନ୍ଧିଲା ପୋଲିସ, କମ୍ପାନୀ କର୍ମଚାରୀ ମାଷ୍ଟରମାଇଣ୍ଡ